Home Bibles ☰ Books ଯିହିଜିକଲ 35:6 · ଓଡ଼ିଆ ବାଇବେଲ
ଯିହିଜିକଲ 35:6 · ଓଡ଼ିଆ ବାଇବେଲ

ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବି ଓ ମୃତ୍ଯୁ ତୁମ୍ଭର ଅନୁଧାବନ କରିବ। ଯେ ହତେୁ ତୁମ୍ଭେ ମୃତ୍ଯୁକୁ ଘୃଣା କରି ନାହଁ, ତେଣୁ ମୃତ୍ଯୁ ତୁମ୍ଭ ପେଛ ପେଛ ଗୋଡ଼ାଇବ।

Cross references

ଗୀତସଂହିତା 109:16

କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ଯାଚାର ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ। ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।

ଗୀତସଂହିତା 109:17

ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ। ସହେି ମନ୍ଦ, ସମାନଙ୍କେ ପାଇଁ ଘଟୁ। ସେ ଅନ୍ୟର ମଙ୍ଗଳ କରିଲେ ନାହିଁ। ତାଙ୍କଠାରୁ ମଙ୍ଗଳ ଦୂରଇଯୋଉ।

ଯିଶାଇୟ 63:2

ଆପଣଙ୍କର ପରିଧଯେ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡ ରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି ?

ଓବଦିୟ 1:15

ସବୁଦେଶ ପ୍ରତି ସଦାପ୍ରଭୁଙ୍କ ଦିନ ଆସି ଯାଉଛି। ତୁମ୍ଭମାନେେ ଯେଉଁସବୁ ମନ୍ଦକାର୍ୟ୍ଯ କରିଥିଲ, ତାହା ତୁମ୍ଭମାନଙ୍କ ପକ୍ଷ ରେ ଘଟିବ। ସହେି ଏକା ପ୍ରକାର ମନ୍ଦ ଜିନିଷ ତୁମ୍ଭମାନଙ୍କ ମୁଣ୍ତ ଉପରକୁ ଫରେି ଆସିବ।

ମାଥିଉଲିଖିତ ସୁସମାଚାର 7:2

ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:5

ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:6

ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସହେି ପ୍ରକାର କ୍ଷତି ହବେ। ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆୟିବ। ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦଇେଛି, ତା'ନିମନ୍ତେ ତା' ଅପେକ୍ଷା ଦୁଇଗୁଣ ଅଧିକ ନିଶାୟୁକ୍ତ ସୁରା ପ୍ରସ୍ତୁତ କରାୟିବ ଓ ତାହାକୁ ପାନ କରିବାକୁ ଦିଆୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:24

ସେ (ବାବିଲ) ଭବିଷ୍ଯଦ୍ ବକ୍ତାମାନଙ୍କର ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ଏବଂ ପୃଥିବୀ ରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ପାଇଁ ଦାଯୀ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:2

ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।

Interlinear

Choose Theme