Home Bibles ☰ Books ଯିହିଜିକଲ 35:7 · ଓଡ଼ିଆ ବାଇବେଲ
ଯିହିଜିକଲ 35:7 · ଓଡ଼ିଆ ବାଇବେଲ

ଏହିରୂପେ ମୁଁ ସଯେୀର ପର୍ବତକୁ ଧ୍ବଂସ ଓ ଶୂନ୍ଯସ୍ଥାନ ରେ ପରିଣତ କରିବି ଏବଂ ଯେଉଁମାନେ ସଠାେ ରେ ବାସ କରିବେ ଓ ୟିବା ଆସିବା କରିବେ ମୁଁ ସମାନଙ୍କେୁ ବିନାଶ କରିବି।

Cross references

ବିଚାରକର୍ତାମାନଙ୍କ ବିବରଣ 5:6

ସହେିଦିନ ଅନାତ୍ ପକ୍ସ୍ଟତ୍ର ଶମଗର ସମୟରେ ଏବଂ ୟାଯଲେ ସମୟରେ ମକ୍ସ୍ଟଖ୍ଯ ରାସ୍ତାଗକ୍ସ୍ଟଡିକ ଜନଶୂନ୍ଯ ହେଲା। ବପୋରୀମାନେ ପଥଗ୍ଭରିମାନେ ବକ୍ର ଉପ ପଥ ଦଇେ ଗମନ କଲେ।

ଦିତୀୟ ବଂଶାବଳୀ 15:5

ସହେି ଦୁର୍ଦ୍ଦଶାର ସମୟରେ କୌଣସି ବ୍ଯକ୍ତି ସୁରକ୍ଷିତ ଭାବରେ ୟାତ୍ରା କରିପାରୁ ନ ଥିଲେ। ସହେି ଦେଶର ସମସ୍ତ ବାସିନ୍ଦା ଅସୁବିଧା ରେ ପଡ଼ିଲେ।

ଯିହିଜିକଲ 29:11

କୌଣସି ମନୁଷ୍ଯ କିମ୍ବା ପଶୁ ତୁମ୍ଭ ଦେଶ ମଧିଅରେ ୟାତାଯତ କରିବେ ନାହିଁ। ଚାଳିଶ ବର୍ଷ ପର୍ୟ୍ଯନ୍ତ ମିଶର ଅପ୍ରତିଷ୍ଠିତ ହାଇେ ରହିବ।

ଯିହିଜିକଲ 33:28

ଏବଂ ମୁଁ ଇଶ୍ରାୟେଲ ଦେଶକୁ ବିନଷ୍ଟ ଓ ଶୂନ୍ଯ କରିବି। ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହବେ। ପୁଣି ଇଶ୍ରାୟେଲର ପର୍ବତଗଣ ନିର୍ଜ୍ଜନ ହବେେ, ଆଉ କହେି ତାହା ମଧ୍ଯ ଦଇେ ଗମନାଗମନ କରିବେ ନାହିଁ।

ଯିହିଜିକଲ 35:3

'ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି,

ଯିହିଜିକଲ 35:9

ମୁଁ ଚିରକାଳ ଶୂନ୍ଯସ୍ଥାନ କରିବି ଓ ତୁମ୍ଭର ନଗରଗୁଡ଼ିକ ଜନଶୂନ୍ଯ ହବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।

ମଲାଖୀ 1:3

ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।

Interlinear

Choose Theme