ଆଉ ମୁଁ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କଠାରୁ ଅପମାନିତ କରିବ ନାହିଁ, ତୁମ୍ଭମାନେେ ଅନ୍ୟ ଦେଶମାନଙ୍କ ଦ୍ବାରା ଘୃଣିତ ହବେ ନାହିଁ, ତୁମ୍ଭେ ପୁଣି ଥରେ ତୁମ୍ଭର ଦେଶର ପତନର କାରଣ ହବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହିଛନ୍ତି।
Cross references
ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମାେତେ ଅପମାନିତ ଦେଉଛନ୍ତି।
ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ।
ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହବେ ନାହିଁ ; କିମ୍ବା ବିଷଣ୍ଣମନା ହୁଅ ନାହିଁ ; କାରଣ ତୁମ୍ଭକୁ ଲଜ୍ଜିତ କରାୟିବ ନାହିଁ। ତୁମ୍ଭେ ୟୌବନକାଳର ଲଜ୍ଜା ଭୁଲିୟିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।
ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'
ପୁଣି ଆମ୍ଭେ ୟିରୁଶାଲମ ରେ ଆନନ୍ଦ କରିବା ଓ ଆମ୍ଭ ଲୋକମାନଙ୍କଠା ରେ ଉଲ୍ଲାସ କରିବା। ସଠାେ ରେ ଆଉ ବିଳାପର ଧ୍ବନି ଓ କ୍ରନ୍ଦନର ସ୍ବର ଶୁଣାୟିବ ନାହିଁ।
ମୁଁ ସମାନଙ୍କେୁ ଦୁର୍ଭିକ୍ଷରୁ ରକ୍ଷା ପାଇଁ ଉଦ୍ୟାନ ଦବେି ଏବଂ ସମାନେେ ଅନ୍ୟ ଦେଶୀଯମାନଙ୍କ ଦ୍ବାରା ଅପମାନିତ ହବେେ ନାହିଁ।
ଏଣୁ ଇଶ୍ରାୟେଲର ଭୂମିରେ ଭବିଷ୍ଯଦବାକ୍ଯ ପ୍ରଚାର କର, ଆଉ ପର୍ବତ, ଉପପର୍ବତ, ଜଳପ୍ରବାହ ଓ ଉପତ୍ୟକାସବୁକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, 'ମୁଁ ଇର୍ଷା ରେ ଓ ରାଗ ରେ ଏହା କୁ ହେ। କାରଣ ଯେଉଁ ପ୍ରକାର ଗୋଷ୍ଠୀଗଣ ତୁମ୍ଭକୁ ଘୃଣା କଲେ।'
ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଯେଉଁଦିନ ଗୋଗ ଇଶ୍ରାୟେଲ ଦେଶ ବିରୁଦ୍ଧ ରେ ଆସିବ। ସେ ସମୟରେ ମୁଁ ମାରେ କୋପ ପ୍ରଦର୍ଶନ କରିବି।
ହେ ମାରେ ଶତୃ ମାରେ ପତନ ରେ ପରିହାସ କରନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାର ରେ ଥିଲେ ମଧ୍ଯ ସଦାପ୍ରଭୁ ମାେ ପାଇଁ ଆଲୋକ ହବେେ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।
କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।
ସେତବେେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦବୋ, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା। ସମାନଙ୍କେୁ ଆମ୍ଭେ ଏପରି ବିଖ୍ଯାତ କରାଇବା ସବୁଲୋକ ସମାନଙ୍କେୁ ପ୍ରଶଂସା କରିବେ।