Home Bibles ଯିହିଜିକଲ 36:18 · ଓଡ଼ିଆ ବାଇବେଲ
ଯିହିଜିକଲ 36:18 · ଓଡ଼ିଆ ବାଇବେଲ

ସମାନେେ ରକ୍ତପାତ ଦ୍ବାରା ଓ ନିଜର ପ୍ରତିମାଗଣ ଦ୍ବାରା ଦେଶକୁ ଅଶୁଚି କଲେ। ତେଣୁ ମୁଁ ସମାନଙ୍କେ ଉପ ରେ ମାରେ କୋରଧ ଢ଼ାଳିବି।

Cross references

ଦିତୀୟ ବଂଶାବଳୀ 34:21

ୟାଅ, ମାେ' ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲର ଅବଶିଷ୍ଟ ଲୋକଙ୍କ ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲ ରେ ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଚାର। ଯେଉଁ ପୁସ୍ତକ ମିଳିଅଛି, ସେଥି ରେ ଥିବା ବାକ୍ଯ ସମ୍ବନ୍ଧ ରେ ସଦାପ୍ରଭୁଙ୍କୁ ପଚାର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ଯ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷଯ ଉଲ୍ଲେଖ ହାଇେଅଛି, ତାହା ସମାନେେ କଲେ ନାହିଁ।

ଦିତୀୟ ବଂଶାବଳୀ 34:26

କିନ୍ତୁ ଯିହୁଦାର ରାଜାଙ୍କୁ ଏହିକଥା ତୁମ୍ଭର କହିବା ଉଚିତ୍। ସେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ନିକଟକୁ ପଚାରିବା ନିମନ୍ତେ ପଠାଇଲେ : ତୁମ୍ଭେ କିଛିକ୍ଷଣ ପୂର୍ବେ ଯେଉଁ ବାକ୍ଯ ଶୁଣିଲା, ସେ ବିଷଯ ରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି :

ଯିଶାଇୟ 42:25

ତେଣୁ ସଦାପ୍ରଭୁ ତାଙ୍କର କୋରଧ ପ୍ରଚଣ୍ଡତା ଓ ୟୁଦ୍ଧର ପ୍ରବଳତା ସମାନଙ୍କେ ଉପ ରେ ଢ଼ାଳି ଦେଲେ। ଫଳ ରେ ତା'ର ଚତୁର୍ଦ୍ଦିଗ ରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନି ରେ ଦଗ୍ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋୟୋଗ କଲା ନାହିଁ।

ଯିରିମିୟ 7:20

ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।

ଯିରିମିୟ 16:18

ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।

ଯିରିମିୟ 44:6

ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କୋର୍ଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ୟିରୁଶାଲମର ସମସ୍ତ ପଥ ସହେି କୋରଧାଗ୍ନି ରେ ପ୍ରଜ୍ବଳିତ ହେଲା। ଆଉ ମାରେ କୋରଧ ଯୋଗୁଁ ୟିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ବଂସସ୍ତୁପ ରେ ପରିଣତ ହାଇେଅଛି।

ଯିରିମିୟଙ୍କ ବିଳାପ 2:4

ଆସ ସଦାପ୍ରଭୁ ଶତ୍ରୁ ପରି ଧନୁ ରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶାେଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କୋରଧାଗ୍ନିକୁ ସିୟୋନ କନ୍ଯାର ତମ୍ବୁ ଉପ ରେ ଢ଼ାଳି ଦଇେଅଛନ୍ତି।

ଯିରିମିୟଙ୍କ ବିଳାପ 4:11

ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କୋର୍ଧ ସିୟୋନ ଉପ ରେ ଢ଼ାଳି ଦେଲେ। ପୁଣି ସେ ସିୟୋନ ରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।

ଯିହିଜିକଲ 7:8

ବର୍ତ୍ତମାନ ଆମ୍ଭେ ଆପଣା କୋର୍ଧକୁ ତୁମ୍ଭ ଉପ ରେ ପ୍ରଯୋଗ କରିବା। ଯେପର୍ୟ୍ଯନ୍ତ ଏହା ପ୍ରାଧାନ୍ଯ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସା ରେ ବିଚାର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁ ତୁମ୍ଭକୁ ଦଣ୍ଡିତ କରିବା।

ଯିହିଜିକଲ 14:19

ପୁଣି ପରମେଶ୍ବର କହିଲେ, ଆମ୍ଭେ ଯବେେ ସହେି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା' ଉପ ରେ ଢ଼ାଳି ଦେଉ, ତବେେ ମନୁଷ୍ଯ ଓ ପଶୁକୁ ତା' ମଧ୍ଯରୁ ଉଚ୍ଛନ୍ନ କରୁ।

ଯିହିଜିକଲ 16:36

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପ୍ ରମେିକଗଣ ସଙ୍ଗେ ବ୍ଯଭିଚାର ହତେୁ ତୁମ୍ଭର ଉଲଗ୍ନତା ଅନାବୃତ ହାଇେଅଛି। ତୁମ୍ଭେ ତୁମ୍ଭର ଘୃଣ୍ଯ ମୂର୍ତ୍ତିମାନଙ୍କୁ ଆପଣା ସନ୍ତାନଗଣର ରକ୍ତ ଦଇେଅଛି।

ଯିହିଜିକଲ 16:38

ମୁଁ ତୁମ୍ଭକୁ ବ୍ଯଭିଚାରିଣୀ ଓ ହତ୍ଯାକାରିଣୀ ରୂପେ ବିଚାର କରିବି। ଏବଂ କୋପ ଓ ଅନ୍ତଜ୍ବାଳାର ରକ୍ତ ତୁମ୍ଭ୍ ଉପ ରେ ଉପସ୍ଥିତ କରିବି।

ଯିହିଜିକଲ 21:31

ଆଉ ମୁଁ ତୁମ୍ଭ ଉପ ରେ ଆପଣା କୋରଧ ପ୍ରକାଶ କରିବି। ମୁଁ ତୁମ୍ଭ ଉପ ରେ ଆପଣା କୋରଧାଗ୍ନି ଛାଡ଼ିବି। ମୁଁ ତୁମ୍ଭକୁ ଦୁଷ୍ଟ ଲୋକମାନଙ୍କ ହସ୍ତ ରେ ସମର୍ପଣ କରିବି, ଯେଉଁମାନେ ବିନାଶ କରିବା ରେ ପାରଙ୍ଗମ।

ଯିହିଜିକଲ 23:37

କାରଣ ଏହି ଯେ ସମାନେେ ବ୍ଯଭିଚାର ରେ ସିଦ୍ଧ ହସ୍ତ ଥିଲେ। ସମାନେେ ମଧ୍ଯ ରକ୍ତ ପାତ କରିବା ରେ ଓ ଆପଣା ପ୍ରତିମାଗଣ ସହ ବ୍ଯଭିଚାର କରିଛନ୍ତି। ସମାନେେ ମାଠାରୁେ ଜାତ ସନ୍ତାନମାନଙ୍କୁ ସମାନଙ୍କେର ଦବେତାମାନଙ୍କର ଖାଦ୍ୟ ପାଇଁ ଉତ୍ସର୍ଗ କଲେ।

ଯିହିଜିକଲ 33:25

ତେଣୁ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାୟ୍ଯ ପାଇଁ, ଆଉ ରକ୍ତପାତ କରୁଅଛ। ତବେେ ତୁମ୍ଭମାନଙ୍କୁ କାହିଁକି ଦଶାଧେିକାର ଦିଆୟିବ ?

ଯିହିଜିକଲ 39:23

ଆଉ ଗୋଷ୍ଠୀଗଣ ଜାଣିବେ ଯେ, ଇଶ୍ରାୟେଲ ବଂଶ ନିଜ ପାପପୂର୍ଣ୍ଣ କାର୍ୟ୍ଯ ଯୋଗୁଁ ବନ୍ଦୀ ହାଇେ ଅନ୍ୟ ଦେଶକୁ ୟାଇଥିଲେ। କାରଣ ସମାନେେ ମାେ ପ୍ରତି ଅବିଶ୍ବସ୍ତ ଥିଲେ ଏବଂ ମୁଁ ସମାନଙ୍କେଠାରୁ ମାରେ ମୁହଁ ବୁଲଇେ ନଲେି ଓ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କୁ ହସ୍ତାନ୍ତର କଲି ଏବଂ ସମାନେେ ଶତ୍ରୁଗଣର ଖଡ୍ଗ ରେ ପତିତ ହେଲେ।

ନାହୂମ 1:6

ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10

ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:1

ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।

Interlinear

Choose Theme