Home Bibles ଯିହିଜିକଲ 36:35 · ଓଡ଼ିଆ ବାଇବେଲ
ଯିହିଜିକଲ 36:35 · ଓଡ଼ିଆ ବାଇବେଲ

ତେଣୁ ଲୋକମାନେ କହିବେ, ଏହି ଧ୍ବଂସସ୍ଥାନ ଏଦନ ଉଦ୍ୟାନ ସଦୃଶ ହାଇେଅଛି। ଆଉ ଏହି ଶୂନ୍ଯ, ଧ୍ବଂସ ଓ ଉତ୍ପାଟିତ ନଗରଗୁଡ଼ିକ ପ୍ରାଚୀର ବେଷ୍ଟିତ ଓ ବସତି ଯୋଗ୍ଯ ହାଇେଅଛି।'

Cross references

ଆଦି ପୁସ୍ତକ 2:8

ଏହାପରେ ସଦାପ୍ରଭୁ ପରମେଶ୍ବର, ଏଦନ୍ର ପୂର୍ବ ଦିଗ ରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସଠାେରେ ସେ ସୃଷ୍ଟି କରିଥିବା ମନୁଷ୍ଯକୁ ରଖିଲେ।

ଆଦି ପୁସ୍ତକ 13:10

ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।

ଗୀତସଂହିତା 58:11

ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।

ଗୀତସଂହିତା 64:9

ତା' ହେଲେ ପ୍ରେତ୍ୟକକ ବ୍ଯକ୍ତି ଭୟଭୀତ ହବେେ। ସମାନେେ ପରମେଶ୍ବରଙ୍କର କାର୍ୟ୍ଯ ବିଷଯରେ କହିବେ ଏବଂ ସେ ୟାହା କରିଛନ୍ତି ସମାନେେ ତାହା ଶିକ୍ଷା କରିବେ।

ଗୀତସଂହିତା 126:2

ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।

ଯିଶାଇୟ 51:3

ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।

ଯିଶାଇୟ 62:4

ତୁମ୍ଭର 'ଦେଶ ପରିତ୍ଯକ୍ତା ବୋଲି' ନାମିତ ହବେ ନାହିଁ ; କିମ୍ବା ତୁମ୍ଭର ଦେଶକୁ କହେି ଅନାଥିନୀ' ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ 'ପରମେଶ୍ବରଙ୍କ କନ୍ଯା' ରୂପେ ବିବଚେିତ ହବେ ଏବଂ ମାରେ ଉଲ୍ଲାସ ତାହାର ମଧ୍ଯ ହାଇେଅଛି' କାରଣ ସଦାପ୍ରଭୁ ତୁମ୍ଭ ଉପ ରେ ସନ୍ତାଷେ ଅଛନ୍ତି।

ଯିରିମିୟ 23:8

ମାତ୍ର ଲୋକମାନେ ଏକ ନୂଆ କଥା କହିବେ। ସମାନେେ କହିବେ, ' ସହେି ଜୀବିତ ସଦାପ୍ରଭୁ ଇଶ୍ରାୟେଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନକୁ ଆମ୍ଭେ ସମାନଙ୍କେୁ ତଡ଼ି ଦଇେଥିଲୁ, ସହେିସବୁ ଦେଶରୁ ସମାନଙ୍କେୁ ବାହାର କରି ଆଣିଲେ।' ଆଉ ସମାନେେ ଆପଣା ଦେଶ ରେ ବାସ କରିବେ। ଏପରି ସମୟ ଆସୁଅଛି।

ଯିରିମିୟ 33:9

ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।

ଯିରିମିୟ 33:12

ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।

ଯିହିଜିକଲ 37:13

ହେ ମାରେ ଲୋକମାନେ, ଯେତବେେଳେ ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ସଗେୁଡ଼ିକରୁ ବାହାର କରି ଆଣିବି, ମୁଁ ସଦାପ୍ରଭୁ ଅଟେ ବୋଲି ତୁମ୍ଭମାନେେ ଜାଣିବ।

ଯୋୟେଲ 2:3

ଜ୍ବଳନ୍ତ ଅଗ୍ନି ସଦୃଶ ସହେି ସୈନ୍ଯବାହିନୀ ଦେଶକୁ ଧ୍ବଂସ କରି ଦବେେ। ସମାନଙ୍କେ ସମ୍ମୁଖ ରେ ଦେଶ ଏଦନ୍ର ବଗିଗ୍ଭ ସଦୃଶ ହବେ। ପଶ୍ଚାତ୍ଭାଗ ରେ ଦେଶଟି ଏକ ଶୂନ୍ଯ ମରୁଭୂମି ସଦୃଶ ହବେ। ସମାନଙ୍କେଠାରୁ କିଛି ରକ୍ଷା ପାଇବ ନାହିଁ।

Interlinear

Choose Theme