Home Bibles ☰ Books ଯିହିଜିକଲ 37:12 · ଓଡ଼ିଆ ବାଇବେଲ
ଯିହିଜିକଲ 37:12 · ଓଡ଼ିଆ ବାଇବେଲ

ଏଣୁ ଭବିଷ୍ଯଦବାଣୀ ପ୍ରଚାର କରି ସମାନଙ୍କେୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ହେ ମାରେ ଲୋକମାନେ, ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର କବରରୁ ବାହାର କରାଇବି। ଆଉ ତୁମ୍ଭମାନଙ୍କୁ ଇଶ୍ରାୟେଲ ଦେଶକୁ ଆଣିବି।

Cross references

ଦିତୀୟ ବିବରଣ 32:39

'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ

ପ୍ରଥମ ଶାମୁୟେଲ 2:6

ସଦାପ୍ରଭୁ ଲୋକମାନଙ୍କର ମୃତକ୍ସ୍ଟ୍ଯର କାରଣ ହକ୍ସ୍ଟଅ ଓ ସେ ପକ୍ସ୍ଟନର୍ବାର ଲୋକମାନଙ୍କ ଜୀବନ ଫରୋଇ ଆଣିପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକକ୍ସ୍ଟ ପଠାନ୍ତି ଓ କବରରକ୍ସ୍ଟ ସମାନଙ୍କେୁ ଉଠାଇ ଆଣିପାରନ୍ତି।

ଏଜ୍ରା 1:1

ପ୍ରଥମ ବର୍ଷ ରେ କୋରସ ପାରସ୍ଯର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘାଷେଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘାଷେଣାନାମାକୁ ତାଙ୍କ ରାଜ୍ଯର ଗ୍ଭରିଆଡେ ପଢି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ବାରା କୁହାୟାଇଥିବା ସଦାପ୍ରଭୁଙ୍କର ବାକ୍ଯ ପୂରଣ କରିବାକୁ ଏହା ଥିଲା। ସହେି ଘାଷେଣା ନାମାଟି ଏହିପରି ଥିଲା।

ଆୟୁବ ପୁସ୍ତକ 35:14

ଏପରି କମ୍ ଭାବରେ ତୁମ୍ଭେ ଯେତବେେଳେ କୁହ ତୁମ୍ଭେ ତାଙ୍କୁ ପାଇପାରିବ ନାହିଁ, ସେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭର ମାମଲା ତାଙ୍କଠା ରେ ପଡ଼ିଛି ଏବଂ ତୁମ୍ଭେ ନିଶ୍ଚିତ ତାଙ୍କ ପାଇଁ ଅପେକ୍ଷା କରିବ।

ଯିଶାଇୟ 11:11

ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଯିଶାଇୟ 26:19

ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'

ଯିଶାଇୟ 66:14

ପୁଣି ତୁମ୍ଭମାନେେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦଯ ଆନନ୍ଦିତ ହବେ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତଜେ ହବେ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପ ରେ ପ୍ରକାଶିତ ହବେ। ଆଉ ମଧ୍ଯ ସେ ନିଜ ଶତ୍ରୁମାନଙ୍କ ଉପ ରେ କୁପିତ ହବେେ।

ଯିହିଜିକଲ 28:25

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଇଶ୍ରାୟେଲ ବଂଶକୁ ନାନା ଗୋଷ୍ଠୀଗଣ ମଧିଅରେ ଛିନ୍ନଭିନ୍ନ କରିଥିଲି। କିନ୍ତୁ ପୁନର୍ବାର ଯେତବେେଳେ ମୁଁ ସମାନଙ୍କେୁ ଏକତ୍ରୀତ କରିବି। ସେତବେେଳେ ମୁଁ ନିଜକୁ ନାନା ଦେଶୀଯମାନଙ୍କ ଦୃଷ୍ଟି ରେ ପବିତ୍ର ରୂପେ ଦଖାଇବେି ଏବଂ ମୁଁ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ସମାନେେ ସହେି ଦେଶ ରେ ବାସ କରିବେ।

ଯିହିଜିକଲ 36:24

ପରମେଶ୍ବର କହନ୍ତି, ମୁଁ ଜାତିମାନଙ୍କ ମଧ୍ଯରୁ ତୁମ୍ଭମାନଙ୍କୁ ନଇେ ଆସିବି ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭ ନିଜ ଦେଶକୁ ଆଣିବି

ଯିହିଜିକଲ 37:21

ପୁଣି ତୁମ୍ଭେ ସମାନଙ୍କେୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଇଶ୍ରାୟେଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସମାନେେ ୟାଇ ଅଛନ୍ତି ସହେି ସ୍ଥାନର ଗୋଷ୍ଠୀଯମାନଙ୍କ ମଧ୍ଯରୁ ମୁଁ ସମାନଙ୍କେୁ ନିଜ ଦେଶକୁ ନଇେଆସିବି। ଆଉ ଚତୁର୍ଦ୍ଦିଗରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେର ନିଜ ଦେଶକୁ ଆଣିବି।

ଯିହିଜିକଲ 37:25

ଏବଂ ମୁଁ ମାରେ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ଓ ଯେଉଁଠା ରେ ସମାନଙ୍କେ ପୂର୍ବପୁରୁଷଗଣ ବାସ କରୁଥିଲେ, ସହେି ଦେଶ ରେ ସମାନେେ ବାସ କରିବେ। ମୁଁ ସମାନେେ, ସମାନଙ୍କେର ସନ୍ତାନମାନେ ଓ ସମାନଙ୍କେର ସନ୍ତାନମାନଙ୍କର ସନ୍ତାନମାନେ ସଦାକାଳ ସଠାେ ରେ ବାସ କରିବେ। ଏବଂ ମାରେ ଦାସ ଦାଉଦ ସଦାକାଳ ସମାନଙ୍କେର ଅଧିପତି ହବେେ।

ହୋଶେୟ 6:2

ଦୁଇ ଦିନ ପ ରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦବେେ। ତିନି ଦିନ ପ ରେ ସେ ଆମ୍ଭକୁ ଛିଡା କରାଇବେ। ତା'ପ ରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।

ହୋଶେୟ 13:14

ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।

Interlinear

Choose Theme