ଯିହିଜିକଲ 37:15 · ଓଡ଼ିଆ ବାଇବେଲ
ସଦାପ୍ରଭୁଙ୍କର ବାକ୍ଯ ପୁନର୍ବାର ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Cross references
ଯିହିଜିକଲ 37:4
ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ଏହି ଅସ୍ଥିଗୁଡ଼ିକ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କରି କୁହ, ' ହେ ଶୁଷ୍କ ଅସ୍ଥି ସକଳ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।