Home Bibles ☰ Books ଯିହିଜିକଲ 37:28 · ଓଡ଼ିଆ ବାଇବେଲ
ଯିହିଜିକଲ 37:28 · ଓଡ଼ିଆ ବାଇବେଲ

ଏବଂ ଅନ୍ୟ ରାଷ୍ଟ୍ରମାନେ ଜାଣିବେ ଯେ ମୁଁ ସଦାପ୍ରଭୁ ଇଶ୍ରାୟେଲକୁ ମାରେବିଶଷେ ଲୋକ କଲେ। କାରଣ ମାରେ ପବିତ୍ରସ୍ଥାନ ସର୍ବଦା ସମାନଙ୍କେ ମଧିଅରେ ରହିବ।'

Cross references

ଯାତ୍ରା ପୁସ୍ତକ 15:17

ତୁମ୍ଭେ ସମାନଙ୍କେୁ ଆଣ ଓ ସମାନଙ୍କେୁ ନିଜ ପର୍ବତ ରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।

ଯାତ୍ରା ପୁସ୍ତକ 25:8

ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।

ଯାତ୍ରା ପୁସ୍ତକ 31:13

ଏହିକଥା ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ମାରେ ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭମାନେେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧିଅରେ ଏକ ଚିହ୍ନ ହବେ।

ଲେବୀୟ ପୁସ୍ତକ 20:8

ମନରେଖ, ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କରିବା ଉଚିତ୍। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କୁ ପବିତ୍ର କଲି।

ଲେବୀୟ ପୁସ୍ତକ 21:8

ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବଚେନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର।

ଲେବୀୟ ପୁସ୍ତକ 26:11

ଆମ୍ଭେ ଆମ୍ଭର ପବିତ୍ର ତମ୍ବୁ ତମ୍ଭମାନଙ୍କ ମଧିଅରେ ସ୍ଥାପନ କରିବା। ଆମ୍ଭେ ତୁମ୍ଭମାନଙ୍କୁ ଘୃଣା କରିବା ନାହିଁ।

ଗୀତସଂହିତା 79:10

ଅନ୍ୟ ଦେଶୀଯ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। ସମାନଙ୍କେର ପରମେଶ୍ବର କାହାଁନ୍ତି ? ହେ ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ ୟାହା ଫଳରେ କି ଆମ୍ଭମାନେେ ମଧ୍ଯ ତାହା ଦେଖି ପାରିବୁ। ତୁମ୍ଭର ସବକମାନଙ୍କେୁ ହତ୍ଯା କରିଥିବାରୁ ସମାନଙ୍କେୁ ଦଣ୍ଡ ଦିଅ।

ଗୀତସଂହିତା 102:15

ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।

ଗୀତସଂହିତା 126:2

ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।

ଯିହିଜିକଲ 20:12

ଏବଂ ମୁଁ ସମାନଙ୍କେୁ ମାରେ ବିଶ୍ରାମ ଦିନ ବିଷଯ ରେ ସବୁ କହିଲି। ଏହା ମାରେ ଓ ସମାନଙ୍କେ ମଧିଅରେ ଚୁକ୍ତିର ଚିହ୍ନ ସ୍ବରୂପ ଯେଉଁଥି ପାଇଁ ସମାନେେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସମାନଙ୍କେୁ ପବିତ୍ର କଲି।

ଯିହିଜିକଲ 36:23

ଦୁଷ୍ଟମାନଙ୍କ ମଧିଅରେ ଅପବିତ୍ର ହାଇେଥିବା ମାରେ ମହାନ ନାମକୁ ମୁଁ ପୁଣି ପବିତ୍ର କରିବି। ଯାହା ତୁମ୍ଭମାନେେ କଳୁଷିତ କଲ, ତାହା ହେଲେ ରାଷ୍ଟ୍ରମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ। ସଦାପ୍ରଭୁ ମାରେ ପ୍ରଭୁ ଏହା କହିଲେ।'

ଯିହିଜିକଲ 36:36

ପରମେଶ୍ବର କହିଲେ, ତୁମ୍ଭର ଚତୁର୍ଦ୍ଦିଗର ଦେଶଗୁଡ଼ିକ ଜାଣିବେ ଯେ, ମୁଁ ସଦାପ୍ରଭୁ ନିର୍ଜନ ସ୍ଥାନକୁ ବସତିପୂର୍ଣ୍ଣ ଧ୍ବଂସ ସ୍ଥାନକୁ ପୁନଃନିର୍ମାଣ ଓ ଜନଶୂନ୍ଯ କ୍ଷେତ୍ର ରେ ରୋପଣ କରିଛି। ମୁଁ ସଦାପ୍ରଭୁ ଏହା କହିଅଛି ଓ ଆମ୍ଭେ ଏହା ସଫଳ କରିବା।

ଯିହିଜିକଲ 38:23

ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।

Interlinear

Choose Theme