Home Bibles ☰ Books ଯିହିଜିକଲ 37:5 · ଓଡ଼ିଆ ବାଇବେଲ
ଯିହିଜିକଲ 37:5 · ଓଡ଼ିଆ ବାଇବେଲ

ସଦାପ୍ରଭୁ, ମାରେ ପ୍ରଭୁ ସେ ସକଳ ଅସ୍ଥିକୁ ଏହି କଥା କହନ୍ତି, ଦେଖ, ମୁଁ ତୁମ୍ଭମାନଙ୍କ ମଧିଅରେ ପ୍ରାଣବାଯୁ ପ୍ରବେଶ କରାଇବି ଓ ତୁମ୍ଭମାନେେ ଜୀବିତ ହବେେ।

Cross references

ଆଦି ପୁସ୍ତକ 2:7

ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।

ଗୀତସଂହିତା 104:29

ଏବଂ ତୁମ୍ଭେ ଯେତବେେଳେ ସମାନଙ୍କେର ବିମୁଖ ହୁଅ ସମାନେେ ଭୟଭୀତ ହୁଅନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେର ନିଃଶ୍ବାସ ପ୍ରଶ୍ବାସ ନଇୟୋଅ, ସମାନେେ ଦୁର୍ବଳ ଓ ମୃତ୍ଯୁ ହାଇେ ୟାଆନ୍ତି, ପୁଣି ସମାନଙ୍କେ ଶରୀର ଧୂଳିରେ ପରିଣତ ହୁଏ।

ଗୀତସଂହିତା 104:30

ହେ ସଦାପ୍ରଭୁ, ତୁମ୍ଭେ ଯେତବେେଳେ ଆପଣା ଆତ୍ମା ପଠାଅ, ସେତବେେଳେ ନୂତନ ସୃଷ୍ଟି ହବେ। ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

ଯିଶାଇୟ 26:19

ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'

ଯିହିଜିକଲ 37:9

ତା'ପ ରେ ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ବାଯୁ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କର ଓ ବାଯୁକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ହେ ପ୍ରାଣବାଯୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ମୃତ ଶରୀରଗୁଡ଼ିକ ଉପ ରେ ପ୍ରଶ୍ବାସ ଦିଅ, ଯେପରି ସମାନେେ ଜୀବିତ ହବେେ।'

ଯିହିଜିକଲ 37:14

ଆଉ ମୁଁ ତୁମ୍ଭମାନଙ୍କ ମଧିଅରେ ଆପଣା ଆତ୍ମା ପ୍ରବେଶ କରାଇବି। ତହିଁରେ ତୁମ୍ଭମାନେେ ଜୀବିତ ହବେ। ପୁଣି ମୁଁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ନିଜ ଦେଶ ରେ ବସାଇବି। ତାହା ହେଲେ ମୁଁ ସଦାପ୍ରଭୁ ଏହା କହିଅଛି ଓ ସଫଳ କରିଅଛି ବୋଲି ତୁମ୍ଭମାନେେ ଜାଣିବ।' ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

ଯୋହନଲିଖିତ ସୁସମାଚାର 20:22

ଯୀଶୁ ଏହି କଥା କହିବା ପରେ ଶିଷ୍ଯମାନଙ୍କ ଉପରେ ପ୍ରଶ୍ବାସ ଛାଡି ସେ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।

ରୋମୀୟଙ୍କ ପ୍ରତି ପତ୍ର 8:2

ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।

ଏଫିସୀୟଙ୍କ ପ୍ରତି ପତ୍ର 2:5

ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।

Interlinear

Choose Theme