Home Bibles ଯିହିଜିକଲ 38:6 · ଓଡ଼ିଆ ବାଇବେଲ
ଯିହିଜିକଲ 38:6 · ଓଡ଼ିଆ ବାଇବେଲ

ଗୋମର ଓ ତା'ର ସମସ୍ତ ସୈନ୍ଯବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତାଗେର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନକେ ଜାତି ସମାନଙ୍କେର ସହିତ ଥିବେ।

Cross references

ଆଦି ପୁସ୍ତକ 10:2

ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।

ପ୍ରଥମ ବଂଶାବଳୀ 1:5

ଯଫେତ୍ଙ୍କର ପୁତ୍ରମାନେ ଥିଲେ : ଗୋମର, ମା ରୋଗ, ମାଦଯ, ୟବନ, ତୁବଲ, ମେଶକ୍ ଓ ତୀରସ୍।

ଯିହିଜିକଲ 27:14

ତୋଗର୍ମ ବଂଶୀଯ ଲୋକମାନେ ଅସ୍ତ୍ର, ୟୁଦ୍ଧାସ୍ତ୍ର ଓ ଖଚର ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।

ଯିହିଜିକଲ 32:30

ଏମାନେ ଉତ୍ତର ଦେଶୀଯ ମୁଖ୍ଯ ଓ ସୀଦୋନର ସୈନ୍ଯଗଣ ଥିଲେ। ସମାନେେ ଅନ୍ୟ ମୃତ ଲୋକମାନଙ୍କ ସହିତ ଓହ୍ଲାଇ ୟାଇଅଛନ୍ତି। ସମାନଙ୍କେର ଶକ୍ତି ସତ୍ତ୍ବେ, ୟୁଦ୍ଧ ଭୂମିରେ ନିହତ ଅସୁନ୍ନତ ଲୋକମାନଙ୍କ ସହିତ ପତିତ ହାଇେ ଲଜ୍ଜିତ ହାଇେଛନ୍ତି। ସମାନେେ କବର ରେ ଅନ୍ଯାନ୍ଯ ମୃତ ଲୋକମାନଙ୍କ ସହିତ ଲଜ୍ଜିତ ହାଇେଛନ୍ତି।

ଦାନିଏଲ 11:40

ଆଉ ଅନ୍ତିମ କାଳ ରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବି ରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ବାରୋହୀଗଣ ଓ ଅନକେ ଜାହାଜ ନଇେ ତାହା ବିରୁଦ୍ଧ ରେ ଘୂର୍ଣ୍ଣିବାଯୁତୁଲ୍ଯ ଆସିବ। ସେ ନାନା ଦେଶ ରେ ପ୍ରବେଶ କରି ବନ୍ଯା ପରି ବହିୟିବ।

Interlinear

Choose Theme