ତା'ପ ରେ ମୁଁ କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ ! ଅଶୁଚି ଖାଦ୍ୟ ଖାଇବା ଦ୍ବାରା ମୁଁ ନିଜକୁ କବେେ ଅଶୁଚି କରି ନାହିଁ। ମୁଁ ବାଲ୍ଯକାଳରୁ ଆଜି ପର୍ୟ୍ଯନ୍ତ ସ୍ବଯଂମୃତ ପଶୁ, ପଚି ୟାଇଥିବା ପଶୁଗୁଡ଼ିକ ଏବଂ ଅନ୍ୟ ପଶୁ ଦ୍ବାରା ମରା ହାଇେଥିବା ପଶୁର ମାଂସ ଭୋଜନ କରି ନାହିଁ। ଅଥବା ନିଷିଦ୍ଧ କରାୟାଇଥିବା ମାଂସ ମାେ ପାଟି ରେ ଦଇେ ନାହିଁ।
Cross references
ତୁମ୍ଭମାନଙ୍କର ମଷେ, ଗୋବତ୍ସା ଇତ୍ଯାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖ ରେ ସାତଦିନ ରଖି ଅଷ୍ଟମ ଦିନ ରେ ମାଠାେ ରେ ଉତ୍ସର୍ଗ କରିବ।
ତୁମ୍ଭମାନେେ ମାରେ ବିଶଷେ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ବାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା'ର ମାଂସ ଖାଇବାକୁ ଦବେ।
ଆଉ ମଧ୍ଯ ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ଯ କୌଣସି ପଶୁ ମଲେ, ୟିଏ କହେି ସହେି ଶବକୁ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି ୟିଏ କହେି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ଆଉ ୟିଏ କହେି ତାକୁ ବହନ କରେ, ସେ ମଧ୍ଯ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ଯରୁ ଯେ କହେି ସ୍ବଯଂ ମୃତ କିମ୍ବା ପଶୁ ଭୋଜନ କରେ, ତବେେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହବେ।
ଯବେେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାୟିବ। ତବେେ ତାହା ଘୃଣ୍ଯ ଯୋଗ୍ଯ ଓ ଅଗ୍ରାହ୍ଯ ହବେ।
ସଦାପ୍ରଭୁଙ୍କର ଘୃଣ୍ଯଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ।
ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।
ସଦାପ୍ରଭୁ ପୁଣି କୁହନ୍ତି, ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ୟିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ଯଦ୍ରବ୍ଯ ଓ ମୂଷା ଖାଆନ୍ତି, ସମାନେେ ସମସ୍ତେ ଏକତ୍ର ବିନଷ୍ଟ ହବେେ।
ତା'ପ ରେ ମୁଁ କହିଲି, ହାୟ, ହାୟ, ହେ ସୈନ୍ଯାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କବଳେ ବାଳକ।
ଏବଂ ସମାନେେ ଯେତବେେଳେ ସଂହାର କରୁଥିଲେ, ଏକମାତ୍ର ମାେତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ୟିରୁଶାଲମ ଉପ ରେ କୋପ କରି ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ ?
ଏଥି ରେ ମୁଁ (ଯିହିଜିକଲ) କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ ସମାନେେ ମାେ ବିଷଯ ରେ କହୁଛନ୍ତି, ସେ କବଳେ ନୀତିବାକ୍ଯ କହୁଛି।
ପୁଣି ଯାଜକମାନେ କୌଣସି ସ୍ବଯଂ ମୃତ ବା ପଶୁ ପକ୍ଷୀ ଦ୍ବାରା ବିଦୀର୍ଣ୍ଣ କୌଣସି ମୃତ ପଶୁ କିମ୍ବା ପକ୍ଷୀ ଭକ୍ଷଣ କରିବେ ନାହିଁ।
ପିତର କହିଲେ, ନା ପ୍ରଭୁ। ମୁଁ କବେେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।