Home Bibles ଯିହିଜିକଲ 4:3 · ଓଡ଼ିଆ ବାଇବେଲ
ଯିହିଜିକଲ 4:3 · ଓଡ଼ିଆ ବାଇବେଲ

ଏବଂ ଗୋଟିଏ ଲୁହାର କରଇେ ନିଅ ଏବଂ ତୁମ୍ଭ ଓ ନଗରର ନକ୍ସା ମଧିଅରେ ଲୁହାର ପ୍ରାଚୀର ରୂପେ ସ୍ଥାପନ କର ଏବଂ ଏହା ଆଡ଼କୁ ବୁଲିପଡ଼। ନଗର ତୁମ୍ଭର ଅବରୋଧିତ ହବେ। ଏହା ଇଶ୍ରାୟେଲୀୟମାନଙ୍କର ଏକ ଚିହ୍ନ ହବେ।

Cross references

ଲେବୀୟ ପୁସ୍ତକ 2:5

ପୁଣି ଯଦି ନବୈେଦ୍ଯ କରଇେ ରେ ସକୋ ହାଇେଥିବା ପିଠା ହୁଏ, ତବେେ ଏହା ନିଶ୍ଚିତ ତାଡିଶୂନ୍ଯ ସରୁ ମଇଦାରୁ ତିଆରି ହାଇେ ତୈଳ ରେ ଭଜା ହାଇେ ତିଆରି ହାଇେଥିବ।

ଯିଶାଇୟ 8:18

ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'

ଯିଶାଇୟ 20:3

ତା'ପ ରେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ତିନିବର୍ଷ ଧରି ବିବସ୍ତ୍ର ଓ ଶୂନ୍ଯପାଦ ହାଇେ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ବରୂପ ଅଟେ।

ଯିଶାଇୟ 22:7

ପୁଣି ତୁମ୍ଭମାନଙ୍କର ସହେି ବିଶଷେ ଉପତ୍ୟକା ରେ ସୈନ୍ଯମାନେ ଭଟେିବେ। ସହେି ଉପତ୍ୟକା ରଥରେ ପରିପୂର୍ଣ୍ଣ ହବେ। ଅଶ୍ବାରୋହୀମାନେ ନଗର ଦ୍ବାର ରେ ସଜ୍ଜିତ ହାଇେ ରହିବେ।

ଯିରିମିୟ 39:1

ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜଜ୍ବର ନବମ ବର୍ଷର ଦଶମ ମାସ ରେ ବାବିଲର ରାଜା ନବୁଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମର ବିରୁଦ୍ଧ ରେ ଆସି ତାହା ଅବରୋଧ କଲେ।

ଯିହିଜିକଲ 12:6

ସମାନଙ୍କେ ଉପସ୍ଥିତି ରେ ତୁମ୍ଭର ଥଳିଗୁଡ଼ିକ ସୂର୍ୟ୍ଯାସ୍ତ ସମୟରେ ଆପଣା କାନ୍ଧ ରେ ବହନ କରି ନଇୟିବେ। ତୁମ୍ଭେ ଯେପରି ଭୂମି ନ ଦେଖିପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇଶ୍ରାୟେଲର ଲୋକମାନଙ୍କଠା ରେ ବ୍ଯବହାର କରିଛୁ।

ଯିହିଜିକଲ 12:11

ସମାନଙ୍କେୁ କୁହ, 'ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭମାନଙ୍କୁ ନିର୍ବାସିତ କରାୟାଇ ବନ୍ଦୀରୂପେ ପଠାୟିବ।

ଯିହିଜିକଲ 24:24

ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପାଇଁ ଏକ ଉଦାହରଣ ଅଟନ୍ତି। ସେ ଯାହା କିଛି କଲେ ତୁମ୍ଭମାନେେ କରିବ। ଏହା ଯେତବେେଳେ ଘଟିବ, ସେତବେେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।'

ଯିହିଜିକଲ 24:27

ସଦେିନ ସହେି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିୟିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସମାନଙ୍କେ ପାଇଁ ଏକ ଦୃଷ୍ଟାନ୍ତ ହବେ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।

ଲୂକଲିଖିତ ସୁସମାଚାର 2:34

ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।

ଏବ୍ରୀ 2:4

କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।

Interlinear

Choose Theme