Home Bibles ☰ Books ଯିହିଜିକଲ 40:12 · ଓଡ଼ିଆ ବାଇବେଲ
ଯିହିଜିକଲ 40:12 · ଓଡ଼ିଆ ବାଇବେଲ

ପ୍ରତି କଠାେରୀର ସମ୍ମୁଖ ରେ ଏ ପାଖ ରେ ଏକ ହାତ ଓସାର ଓ ସେ ପାଖ ରେ ଏକ ହାତ ଲମ୍ବା ; େଛାଟ କାନ୍ଥ ଥିଲା। ଆଉ ପ୍ରେତ୍ୟକକ କଠାେରୀ ଛଅହାତ ବର୍ଗ ପରିମିତ ଥିଲା।

Cross references

ଯିହିଜିକଲ 40:16

ପ୍ରତି ଦ୍ବାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତ ରେ ଚାରିଆଡ଼େ କଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ଯ ସହେିପରି ଥିଲା। ଆଉ କଳାକବାଟିସବୁ ଭତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ବାରର ପ୍ରେତ୍ୟକକ ପାଶର୍‌ବର କାନ୍ଥ ରେ ଖଜୁର୍ର ବୃକ୍ଷର ଆକୃତି ଖାଦେିତ ହାଇେଥିଲା।

ଯିହିଜିକଲ 40:29

କଠାେରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକ ମଧ୍ଯ ସମାନ ମାପ ବିଶିଷ୍ଟ ଥିଲା। ଆଉ ମଣ୍ଡପ ଓ ତାହାର ପ୍ରାଙ୍ଗଣର ଚାରିଆଡ଼େ ଜଳାକବାଟି ଥିଲା। ଆଉ ତାହା ପଚାଶ ହାତ ର୍ଦୈଘ୍ଯ ଓ ପଚିଶ ହାତ ପ୍ରସ୍ଥ ଥିଲା।

ଯିହିଜିକଲ 40:38

ପ୍ରେତ୍ୟକକ ଫାଟକର ତ୍ବରଣ ନିକଟରେ ଏକ ଦ୍ବାର ବିଶିଷ୍ଟ ଏକ କଠାେରୀ ଥିଲା। ସଠାେ ରେ ଯାଜକମାନେ ହାମବେଳି ଧୌତ କଲେ।

Interlinear

Choose Theme