Home Bibles ଯିହିଜିକଲ 40:14 · ଓଡ଼ିଆ ବାଇବେଲ
ଯିହିଜିକଲ 40:14 · ଓଡ଼ିଆ ବାଇବେଲ

ସହେି ମନୁଷ୍ଯଟି ଉପସ୍ତମ୍ଭର ଦୁଇ କାନ୍ଥ ସମତେ ଚାରି କାନ୍ଥକୁ ସାମ୍ନା ସାମ୍ନି ମାପିଲେ। ଏହା ସର୍ବମାଟେ ଷାଠିଏ ହାତ ଥିଲା।

Cross references

ଯାତ୍ରା ପୁସ୍ତକ 27:9

ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 35:17

ପ୍ରାଙ୍ଗଣର ପରଦା, ସ୍ତମ୍ଭ, ଆଙ୍କୁଡା ଓ ପ୍ରାଙ୍ଗଣର ପ୍ରବେଶ ପଥର ପରଦା।

ଲେବୀୟ ପୁସ୍ତକ 6:16

ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।

ପ୍ରଥମ ବଂଶାବଳୀ 28:6

ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାହିଁକି ? କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହବୋ।

ଗୀତସଂହିତା 100:4

ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।

ଯିଶାଇୟ 62:9

ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସମାନଙ୍କେୁ, ସମାନଙ୍କେ ଖାଇପାରିବେ ଏବଂ ସମାନଙ୍କେର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସମାନେେ ମାେ ପବିତ୍ର ଅଗଣା ରେ ପାନ କରିବେ।

ଯିହିଜିକଲ 8:7

ପୁଣି ସେ ମାେତେ ପ୍ରାଙ୍ଗଣର ଦ୍ବାର ନିକଟକୁ ଆଣିଲେ, ତହିଁରେ ମୁଁ ଦୃଷ୍ଟି କରନ୍ତେ କାନ୍ଥ ରେ ଗୋଟିଏ ଛିଦ୍ର ଥିବାର ଦେଖିଲି।

ଯିହିଜିକଲ 42:1

ତା'ପ ରେ ସେ ମାେତେ ଉତ୍ତର ଦିଗସ୍ଥ ଦ୍ବାର ଦଇେ ବାହାର ପ୍ରାଙ୍ଗଣକୁ ଆଣିଲେ। ଆଉ ନିଷିଦ୍ଧାଞ୍ଚଳ ରେ ଓ ପ୍ରାସାଦର ସମ୍ମୁଖବର୍ତ୍ତୀ ଉତ୍ତର ଦିଗସ୍ଥ କଠାେରୀ ରେ ଉପସ୍ଥିତ କରାଇଲେ।

Interlinear

Choose Theme