Home Bibles ଯିହିଜିକଲ 40:28 · ଓଡ଼ିଆ ବାଇବେଲ
ଯିହିଜିକଲ 40:28 · ଓଡ଼ିଆ ବାଇବେଲ

ତା'ପ ରେ ସେ ମାେତେ ଦକ୍ଷିଣ ଦ୍ବାର ନଇେ ଭିତର ପ୍ରାଙ୍ଗଣକୁ ଆଣିଲେ। ସେ ପୂର୍ବୋକ୍ତ ପରିମାଣାନୁସା ରେ ଦକ୍ଷିଣଦ୍ବାର ମାପିଲେ।

Cross references

ଯାତ୍ରା ପୁସ୍ତକ 27:9

ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।

ପ୍ରଥମ ରାଜାବଳୀ 6:36

ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।

ଯିହିଜିକଲ 40:32

ଅନନ୍ତର ସେ ମାେତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ଯକୁ ନଇଗେଲେ, ଏବଂ ସେ ଫାଟକଟିକୁ ମାପିଲେ ଓ ଏହା ଅନ୍ୟଟି ସହିତ ସମାନ ଥିଲା।

ଯିହିଜିକଲ 40:35

ତା'ପ ରେ ସେ ମାେତେ ଉତ୍ତର ଦ୍ବାରକୁ ଆଣିଲେ ଓ ତାହାକୁ ମାପିଲେ। ତା'ର ମାପସବୁ ଅନ୍ଯାନ୍ଯ ଫାଟକର ମାପ ସହିତ ସମାନ ଥିଲା।

Interlinear

Choose Theme