Home Bibles ଯିହିଜିକଲ 40:3 · ଓଡ଼ିଆ ବାଇବେଲ
ଯିହିଜିକଲ 40:3 · ଓଡ଼ିଆ ବାଇବେଲ

ସେ ମାେତେ ସେ ସ୍ଥାନକୁ ନଇଗେଲେ। ସଠାେ ରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ଯ ଥିଲା। ତାଙ୍କ ହସ୍ତ ରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ବାର ନିକଟରେ ଛିଡ଼ା ହାଇେଥିଲେ।

Cross references

ଯିଶାଇୟ 8:20

ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

ଯିଶାଇୟ 28:17

ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ଯବହାର କରନ୍ତି, ମୁଁ ସହେିପରି ସତ୍ଯ ପ୍ରତିଷ୍ଠା ପାଇଁ ନ୍ଯାଯ ଓ ଧାର୍ମିକତାକୁ ପ୍ରଯୋଗ କରିବି।

ଯିହିଜିକଲ 1:7

ସମାନଙ୍କେର ପାଦ ସଳଖ, ଆଉ ସମାନଙ୍କେର ପାଦର ତଳିପା ଗୋବତ୍ସର ତଳିପା ତୁଲ୍ଯ। ଆଉ ସଗେୁଡ଼ିକ ମଳା ୟାଇଥିବା ପିତ୍ତଳ ପରି ଝଟକୁଥିଲା।

ଯିହିଜିକଲ 1:27

ଏବଂ ମୁଁ ତାଙ୍କର କଟିର ଉପର ଭାଗର ଚତୁର୍ଦ୍ଦିଗ ଉତ୍ତପ୍ତ ତମ୍ବାତୁଲ୍ଯ ଉଜ୍ବଳ ଥିବାର ଦେଖିଲି। ପୁଣି କଟିଦେଶର ତଳ ଭାଗର ଚତୁର୍ଦ୍ଦିଗ ଅଗ୍ନି ସଦୃଶ ଆଭାମଯ ଥିବାର ଦେଖିଲି।

ଯିହିଜିକଲ 8:2

ଏବଂ ସେତବେେଳେ ଆମ୍ଭେ ଅଗ୍ନିର ଆଭାତୁଲ୍ଯ ଏକ ମୂର୍ତ୍ତି ଦେଖିଲୁ। ତାଙ୍କର କଟୀଦେଶରୁ ତଳ ପର୍ୟ୍ଯନ୍ତ ଅଗ୍ନିମଯ ଥିଲା ଓ କଟୀଠାରୁ ଉପର ପର୍ୟ୍ଯନ୍ତ ଉତ୍ତପ୍ତ ଧାତୁ ତୁଲ୍ଯ ଜ୍ଯୋତିର୍ମଯ ଥିଲା।

ଯିହିଜିକଲ 47:3

ସହେି ବ୍ଯକ୍ତି ମାପ ଫିତା ଓ ନିଜ ହାତ ରେ ନଇେ ପୂର୍ବଆଡ଼େ ଗଲେ ଓ ଓ 1,000 ହାତ ମାପିଲେ। ଆଉ ମାେତେ ସେ ଜଳ ମଧ୍ଯଦଇେ ଗମନ କରାଇଲେ। ଜଳ ଆଣ୍ଠୁଏ ପର୍ୟ୍ଯନ୍ତ ହେଲା।

ଦାନିଏଲ 10:5

ସଠାେ ରେ ଛିଡା ହାଇେଥିଲା ବେଳେ ମୁଁ, ଶୁକ୍ଲ ବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟୀ ଦେଶ ରେ ଥିବା ଏକ ମନୁଷ୍ଯକୁ ଦେଖିଲି।

ଯିଖରିୟ 2:1

ତା'ପ ରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତ ରେ ପରିମାପକ ରଜ୍ଜୁ ଧରିବାକୁ ଏକ ବ୍ଯକ୍ତିଙ୍କୁ ଦେଖିଲି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:15

ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:1

ତା'ପରେ ମାେତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମାେତେ କୁହାଗଲା, ଯାଅ ପରମେଶ୍ବରଙ୍କର ମନ୍ଦିର, ବଦେୀକୁ ମାପ, ଏବଂ ସଠାେରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ଯା ଗଣନା କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:15

ମାେ ସହିତ କଥାବାର୍ତ୍ତା ହେଉଥିବା ସ୍ବର୍ଗଦୂତଙ୍କ ହାତ ରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ବାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତ ରେ ରଖିଥିଲେ।

Interlinear

Choose Theme