ତାହାର ପ୍ରାଙ୍ଗଣ ଗୁଡିକ ବାହାର ପ୍ରାଙ୍ଗଣ ଅଭି ମୁଖ ରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉଭୟ ପାଶର୍ବ ରେ ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ୟିବା ପାଇଁ ଆଠଟି ପାବଛ ଥିଲା।
Cross references
ତା'ପ ରେ ସେ ପୁନର୍ବାର ନିକଟକୁ ଆସି ତହିଁର ପାବାଛ ନଇେ ଉପରକୁ ଉଠିଲେ। ତା'ପ ରେ ସେ ଫାଟକର ଏରୁଣ୍ଡି ବନ୍ଧ ମାପିଲେ, ଏହାର ଓସାର ଏକ ଦଣ୍ଡ ଥିଲା।
ପ୍ରତି ଦ୍ବାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତ ରେ ଚାରିଆଡ଼େ କଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ଯ ସହେିପରି ଥିଲା। ଆଉ କଳାକବାଟିସବୁ ଭତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ବାରର ପ୍ରେତ୍ୟକକ ପାଶର୍ବର କାନ୍ଥ ରେ ଖଜୁର୍ର ବୃକ୍ଷର ଆକୃତି ଖାଦେିତ ହାଇେଥିଲା।
ଏବଂ ତାହାର କଳାକବାଟି, ମଣ୍ଡପ ଓ ଖାଦେିତ ଖଜୁର୍ର ବୃକ୍ଷର ମାପ ପୂର୍ବାଭିମୁଖ ଦ୍ବାରର ମାପ ଅନୁସାରେ ଥିଲା। ସାତାଟେି ପାହାଚ ଫାଟକ ଆଡ଼କୁ ୟାଇଥିଲା ଏବଂ ଏହାର ପ୍ରାଙ୍ଗଣ ଶଷେ ଫାଟକର ଭିତର ପାଖ ରେ ଥିଲା।
ତାହା ଉପରକୁ ୟିବା ପାଇଁ ସାତାଟେି ପାବଚ୍ଛ ଥିଲା। ଏହାର ମଣ୍ଡପ ଶଷେ ଫାଟକର ଭିତର ଭାଗ ରେ ଥିଲା। ଫାଟକର ଉଭୟ ପାଶର୍ବର କାନ୍ଥ ରେ ଖଜ୍ଜୁର୍ର ବୃକ୍ଷର ଛବି ଖାଦେିତ ଥିଲା।
ତା'ପ ରେ ତାହାର ମଣ୍ଡପଗୁଡ଼ିକ ବାହାର ପ୍ରାଙ୍ଗଣର ଅଭିମୁଖ ରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉପର ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ୟିବାପାଇଁ ଆଠଟି ପାବଛ ଥିଲା।
ଏହାର ତ୍ବରଣ ଫାଟକଟି ବାହାର ପ୍ରାଙ୍ଗଣ ଆଡ଼େ ମୁହଁ କରିଥିଲା। ସହେି ଉଚ୍ଚସ୍ତମ୍ଭ ସବୁର ଉପ ରେ ଉଭୟ ପାଖ ରେ ଖଜୁର୍ର ଆକୃତି ଥିଲା। ପୁଣି ତାହା ଉପରକୁ ୟିବା ପାଇଁ ଆଠଟି ପାବଛ ଥିଲା।
ତ୍ବରଣଟିର ର୍ଦୈଘ୍ଯ କୋଡ଼ିଏ ହାତ ଓ ପ୍ରସ୍ଥ ବାର ହାତ ଥିଲା। ଦଶଟି ପାହାଚ ତ୍ବରଣକୁ ୟାଇଥିଲା। ଉଭୟ ପାଶର୍ବର ପ୍ରେତ୍ୟକକ କାନ୍ଥ ପାଇଁ ଦୁଇଟି ଲଖାଏଁେ ସ୍ତମ୍ଭ ଥିଲା। ଗୋଟିଏ କାନ୍ଥ ରେ ଗୋଟିଏ ସ୍ତମ୍ଭ ଥିଲା।