Home Bibles ଯିହିଜିକଲ 40:7 · ଓଡ଼ିଆ ବାଇବେଲ
ଯିହିଜିକଲ 40:7 · ଓଡ଼ିଆ ବାଇବେଲ

ପ୍ରହରୀମାନଙ୍କର କୋଠରୀଗୁଡ଼ିକ ଏକଦଣ୍ଡ ଦୀର୍ଘ ଓ ଏକ ଦଣ୍ଡ ପ୍ରସ୍ଥ ଥିଲା। ଆଉ ପ୍ରେତ୍ୟକକ କଠାେରୀର କାନ୍ଥଗୁଡ଼ିକ ମଧିଅରେ ପାଞ୍ଚ ପାଞ୍ଚ ହାତ ଛଡ଼ା ହାଇେଥିଲା ଓ ଗୃହାଭିମୁଖେ ଦ୍ବାରର ବାରଣ୍ଡା ନିକଟସ୍ଥ ଦ୍ବାରର ସମ୍ମୁଖ ସ୍ଥାନ ଏକ ଦଣ୍ଡ ଥିଲା।

Cross references

ପ୍ରଥମ ରାଜାବଳୀ 6:5

ଶଲୋମନ ମନ୍ଦିର ମୂଖ୍ଯ ପାଶର୍‌ବ ରେ ଏକ ଧାଡି ରେ କଠାେରୀ ନିର୍ମାଣ କଲେ। ଏହା କଠାେରୀଗୁଡିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସହେି ଧାଡିର କୋଠରିଗୁଡିକ ତିନି ମହଲା ଉଚ୍ଚ ଥିଲା।

ପ୍ରଥମ ବଂଶାବଳୀ 9:26

ସମସ୍ତ ଦ୍ବାରପାଳମାନଙ୍କର ମୁଖ୍ଯ ଚାରି ଦ୍ବାରପାଳ ଥିଲେ। ସମାନେେ ଲବେୀୟ ଲୋକ ଥିଲେ। ସମାନଙ୍କେର କାର୍ୟ୍ଯ ଥିଲା, ପରମେଶ୍ବରଙ୍କ ମନ୍ଦିର ରେ ଥିବା ସକଳ କଠାେରୀର ଓ ଧନସମ୍ପଦର ରକ୍ଷଣା ବେକ୍ଷଣା କରିବା।

ପ୍ରଥମ ବଂଶାବଳୀ 23:28

ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍‌ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।

ଦିତୀୟ ବଂଶାବଳୀ 3:9

ସ୍ବର୍ଣ୍ଣ କଣ୍ଟକର ଓଜନ 575 ଗ୍ରାମ ଥିଲା। ଶଲୋମନ ଉପରିସ୍ଥ କୋଠରୀଗୁଡ଼ିକୁ ମଧ୍ଯ ସୁନା ରେ ଆଚ୍ଛାଦନ କଲେ।

ଦିତୀୟ ବଂଶାବଳୀ 31:11

ଏହାପରେ ହିଜକିଯ, ଯାଜକମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଭଣ୍ଡାରଘର ସବୁ ପ୍ରସ୍ତୁତ କରିବାକୁ କହିଲେ। ତେଣୁ ଏହିପରି କରାଗଲା।

ଏଜ୍ରା 8:29

ସଦାପ୍ରଭୁ ୟିରୁଶାଲମସ୍ଥ ମନ୍ଦିର କଠାେରୀ ରେ ପ୍ରଧାନ ଯାଜକ ଗର୍ବର ଓ ଲବେୀୟମାନଙ୍କର ଓ ଇଶ୍ରାୟେଲୀୟ ପରିବାରର ନେତାମାନଙ୍କର ସାକ୍ଷାତ ରେ ଏହାସବୁ ତୌଲି ନଦବୋ ପର୍ୟ୍ଯନ୍ତ ତୁମ୍ଭମାନେେ ସତର୍କ ହୁଅ ଓ ଏହା ସବୁର ସୁରକ୍ଷା କର।

ଯିରିମିୟ 35:4

ସମାନଙ୍କେୁ ସଦାପ୍ରଭୁଙ୍କ ଗୃହକୁ ନଇଗେଲି। ମୁଁ ପରମେଶ୍ବରଙ୍କ ଲୋକ ୟିଗଦଲିଯର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସହେି କଠାେରୀ ଉଲ୍ଲମର ପୁତ୍ର ମା ସଯେ ନାମକ ଦ୍ବାରପାଳର କଠାେରୀ ଉପ ରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।

ଯିହିଜିକଲ 40:29

କଠାେରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକ ମଧ୍ଯ ସମାନ ମାପ ବିଶିଷ୍ଟ ଥିଲା। ଆଉ ମଣ୍ଡପ ଓ ତାହାର ପ୍ରାଙ୍ଗଣର ଚାରିଆଡ଼େ ଜଳାକବାଟି ଥିଲା। ଆଉ ତାହା ପଚାଶ ହାତ ର୍ଦୈଘ୍ଯ ଓ ପଚିଶ ହାତ ପ୍ରସ୍ଥ ଥିଲା।

ଯିହିଜିକଲ 40:33

ତା'ର କଠାେରୀଗୁଡ଼ିକ, କାନ୍ଥଗୁଡ଼ିକ ଏବଂ ସ୍ତମ୍ଭଗୁଡ଼ିକର ମଧ୍ଯ ସହେି ପରିମାଣ ଅନୁସାରେ ମାପିଲେ। ତହିଁର ଫାଟକ ଓ ପ୍ରାଙ୍ଗଣର ଚାରିଆଡ଼େ ଜଳାକବାଟି ଥିଲା। ତାହା ପଚାଶ ହାତ ଲମ୍ବ ଓ ପଚିଶ ହାତ ପ୍ରସ୍ଥ ଥିଲା।

ଯିହିଜିକଲ 40:36

ତହିଁର କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକୁ ସମାନ ମାପ ବିଶିଷ୍ଟ ଥିଲା। ଆଉ ତାହାର ଚାରିଆଡ଼େ ଜଳାକବାଟି ଥିଲା। ଫାଟକର ର୍ଦୈଘ୍ଯ ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।

ଯିହିଜିକଲ 42:5

ଉପରିସ୍ଥ କଠାେରୀଗୁଡ଼ିକ େଛାଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ଯସ୍ଥିତ କଠାେରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନଇେଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁ ରେ ସ୍ତମ୍ଭ ନ ଥିଲା।

Interlinear

Choose Theme