ତା'ପ ରେ ସେ ମନ୍ଦିର ସମ୍ମୁଖ ରେ ନିଷେଦ୍ଧାଞ୍ଚଳକୁ ମାପିଲେ। ଏହା ଗୋଟିଏ କାନ୍ଥରୁ ଅନ୍ୟ କାନ୍ଥକୁ 100 ହାତ ଥିଲା।
Cross references
ଏରସ କାଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦବଦୋରୁ କାଠ ଆମ୍ଭମାନଙ୍କର ବର୍ଗା।
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।
ପଶ୍ଚିମ ପାଖର ଅଗଣା ରେ ମନ୍ଦିର ଆଡ଼କୁ ମୁଖକରି ଗୋଟିଏ କୋଠାଘର ଥିଲା। ଏହି ମନ୍ଦିର ସତୁରି ହାତ ପ୍ରସ୍ଥ ଥିଲା ଓ ନବେ ହାତ ର୍ଦୈଘ୍ଯ ଥିଲା। ଆଉ କାନ୍ଥର ମାଟଇେେ ପାଞ୍ଚ ହାତ ଥିଲା।
ଦ୍ବାରର ଉପରି ଭାଗ, ଅନ୍ତଃସ୍ଥ ଓ ବହିଃସ୍ଥ କାନ୍ଥସବୁର ଚାରିଆଡ଼େ ଭିତ ରେ ଓ ବାହା ରେ ସଗେୁଡ଼ିକରେ ବିଶଷେ କାରୁକାର୍ୟ୍ଯ ଖାଦେିତ ହାଇେଥିଲା।
ତା'ପ ରେ ସେ ମାେତେ ଉତ୍ତର ଦିଗସ୍ଥ ଦ୍ବାର ଦଇେ ବାହାର ପ୍ରାଙ୍ଗଣକୁ ଆଣିଲେ। ଆଉ ନିଷିଦ୍ଧାଞ୍ଚଳ ରେ ଓ ପ୍ରାସାଦର ସମ୍ମୁଖବର୍ତ୍ତୀ ଉତ୍ତର ଦିଗସ୍ଥ କଠାେରୀ ରେ ଉପସ୍ଥିତ କରାଇଲେ।
ଭିତର ପ୍ରାଙ୍ଗଣ ରେ କୋଡ଼ିଏ ହାତ ସମ୍ମୁଖ ରେ ଓ ବାହାର ପ୍ରାଙ୍ଗଣର ମନ୍ଦିର ସମ୍ମୁଖ ରେ ତୃତୀୟ ମହଲା ରେ ଲଗାଲଗି ହାଇେ ଅପ୍ରଶସ୍ତ ବାରଣ୍ଡା ଥିଲା।
ଉପରିସ୍ଥ କଠାେରୀଗୁଡ଼ିକ େଛାଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ଯସ୍ଥିତ କଠାେରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନଇେଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁ ରେ ସ୍ତମ୍ଭ ନ ଥିଲା।
ମନ୍ଦିରର ଭିତର ପାଖଗୁଡ଼ିକ ମାପି ସାରିଲା ପ ରେ ସେ ପୂର୍ବାଭିମୁଖ ଦ୍ବାରର ପଥଦଇେ ମାେତେ ବାହାରକୁ ଆଣିଲେ ଓ ତାହାର ଚତୁର୍ଦ୍ଦିଗ ମାପିଲେ।
ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସପରେି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକା ରେ କର ଯାହା ଆମ୍ଭେ ଗ୍ଭହୁଁ। ତବେେ ତୁମ୍ଭେ ଆମ୍ଭର ଗୃହ ରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହବେ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସହେିମାନଙ୍କ ମଧିଅରେ, ଯେଉଁମାନେ କି ଏଠା ରେ ଛିଡା ହେଉଛନ୍ତି।