ବାରଣ୍ଡାର ପାଶର୍ବ ରେ ଏ ପାଖ ରେ ଓ ସେ ପାଖ ରେ ବନ୍ଦ ଜଳାକବାଟି ଓ ଖଜୁର୍ର ବୃକ୍ଷର ଆକୃତି ଥିଲା। ଆଉ ମନ୍ଦିରସ୍ଥ ପାଶର୍ବ କଠାେରୀ ଓ ମାଟେ କଡ଼ିକାଠସବୁ ଏହି ପ୍ରକାର ଥିଲା।
Cross references
ପ୍ରଲତ୍ୟକକ ପାଶର୍ବ କାନ୍ଥସର ତିନି ଧାଡି ଝରକା ଥିଲା ଓ ପରସ୍ପରସସଗୁଡିକ ସମ୍ମୁଖାସମ୍ମୁଖି ଥିଲଲ।
ପ୍ରତି ଦ୍ବାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତ ରେ ଚାରିଆଡ଼େ କଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ଯ ସହେିପରି ଥିଲା। ଆଉ କଳାକବାଟିସବୁ ଭତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ବାରର ପ୍ରେତ୍ୟକକ ପାଶର୍ବର କାନ୍ଥ ରେ ଖଜୁର୍ର ବୃକ୍ଷର ଆକୃତି ଖାଦେିତ ହାଇେଥିଲା।
ତା'ପ ରେ ସେ ମନ୍ଦିରର କାନ୍ଥ ମାପିଲେ। ଏହା ଛଅ ହାତ ଓସାର ଥିଲା ଓ ମନ୍ଦିରର ଚତୁର୍ଦ୍ଦିଗସ୍ଥିତ କଠାେରୀଗୁଡ଼ିକ ଥିଲା ଏବଂ ସଗେୁଡ଼ିକର ପ୍ରସ୍ଥ ଚାରି ହାତ ଲଖାଏଁେ ଥିଲା।
କାଷ୍ଠ ଆଚ୍ଛାଦିତ ଦ୍ବାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟି ସବୁ, ଦ୍ବାର ସମ୍ମୁଖ ସ୍ଥାନର ନିକଟସ୍ଥ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ୟ୍ଯନ୍ତ ସବୁଗୁଡ଼ିକୁ ମାପିଲେ।