ଯିହିଜିକଲ 42:19 · ଓଡ଼ିଆ ବାଇବେଲ
ସେ ପଶ୍ଚିମ ପାଶର୍ବର ଚତୁର୍ଦ୍ଦିଗ ମାପିଲେ ଓ ତାହା ପରିମାପକ ନଗ ରେ 500 ହାତ ହେଲା।
Cross references
ଯାତ୍ରା ପୁସ୍ତକ 27:9
ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।