ଯିହିଜିକଲ 42:5 · ଓଡ଼ିଆ ବାଇବେଲ
ଉପରିସ୍ଥ କଠାେରୀଗୁଡ଼ିକ େଛାଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ଯସ୍ଥିତ କଠାେରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନଇେଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁ ରେ ସ୍ତମ୍ଭ ନ ଥିଲା।
Cross references
ଯିହିଜିକଲ 41:7
ପୁଣି ପାଶର୍ବସ୍ଥ କଠାେରୀସବୁ ଉଚ୍ଚତା ରେ ମନ୍ଦିରକୁ ବେଷ୍ଟନ କରି ଅଧିକ ପ୍ରଶସ୍ତ ହେଲା। କାରଣ ମନ୍ଦିରର ବେଷ୍ଟନ ଚତୁର୍ଦ୍ଦିଗ ରେ କ୍ରମଶଃ ଅଧିକ ଉଚ୍ଚ ହେଲା। ଏଥିପାଇଁ ଉଚ୍ଚତାର ଅନୁକ୍ରମେ ମନ୍ଦିର ଆହୁରି ଆହୁରି ପ୍ରଶସ୍ତ ହେଲା। ଆଉ ନିମ୍ନତମ କଠାେରୀରୁ ଉଚ୍ଚତମ କଠାେରୀକୁ ୟିବାର ପଥ ମଧ୍ଯମ କୋଠରୀ ଦଇଗେଲା।