Home Bibles ☰ Books ଯିହିଜିକଲ 42:9 · ଓଡ଼ିଆ ବାଇବେଲ
ଯିହିଜିକଲ 42:9 · ଓଡ଼ିଆ ବାଇବେଲ

ପୁଣି ବାହାର ପ୍ରାଙ୍ଗଣରୁ କଠାେରୀଗୁଡ଼ିକୁ ଗଲା ବେଳେ ପୂର୍ବ ଦିଗ ରେ ତହିଁର ତଳେ ପ୍ରବେଶ ସ୍ଥାନ ଥିଲା।

Cross references

ଯିହିଜିକଲ 44:5

ପୁଣି ସଦାପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ସଦାପ୍ରଭୁଙ୍କ ମନ୍ଦିରର ସକଳ ବିଧି ଓ ତହିଁର ସକଳ ବ୍ଯବସ୍ଥା ବିଷଯ ରେ ଯାହା ଯାହା ମୁଁ ତୁମ୍ଭକୁ କହିଅଛୁ, ତୁମ୍ଭେ ମନୋୟୋଗ ସହକା ରେ ଧ୍ଯାନ ଦିଅ, ଦେଖ ଓ ଶୁଣ। ଆଉ ମନ୍ଦିର ରେ ପ୍ରବେଶ ଓ ପ୍ରସ୍ଥାନ ଉତ୍ତମରୂପେ ଅନୁଧ୍ଯାନ କର।

ଯିହିଜିକଲ 46:19

ତା'ପ ରେ ସେ ଦ୍ବାର ପାଶର୍‌ବସ୍ଥ ପ୍ରବେଶ ପଥଦଇେ ମାେତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରୀକୁ ଆଣିଲେ। ମୁଁ ସଠାେ ରେ ପଶ୍ଚିମ ରେ ଏକ ସ୍ଥାନ ଥିବାର ଦେଖିଲି।

Interlinear

Choose Theme