Home Bibles ଯିହିଜିକଲ 43:13 · ଓଡ଼ିଆ ବାଇବେଲ
ଯିହିଜିକଲ 43:13 · ଓଡ଼ିଆ ବାଇବେଲ

ଦୀର୍ଘ ହାତର ମାପ ବ୍ଯବହାର କରି ଏଗୁଡ଼ିକ ୟଜ୍ଞବଦେୀର ମାପ। ପ୍ରତିହାତ ଏକ ହାତ ଚାରି ଅଙ୍ଗୁଳି ପରିମାଣ ବଦେୀର ମୂଳ ଏକ ହାତ ଗଭୀର ଓ ପ୍ରସ୍ଥ ଏକ ହାତ। ଆଉ ଚତୁର୍ଦ୍ଦିଗ ରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହବେ। ଏହା ୟଜ୍ଞବଦେୀର ଉଚ୍ଚତା ଅଟେ।

Cross references

ଯାତ୍ରା ପୁସ୍ତକ 27:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।

ଦିତୀୟ ବଂଶାବଳୀ 4:1

ଶଲୋମନ ଏକ ୟଜ୍ଞବଦେୀ ନିର୍ମାଣ ନିମନ୍ତେ ପିତ୍ତଳ ବ୍ଯବହାର କଲେ। ସହେି ପିତ୍ତଳର ବଦେୀଟି କୋଡ଼ିଏ ହାତ ଲମ୍ବା କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା।

ଯିହିଜିକଲ 40:5

ମୁଁ ଦେଖିଲି ମନ୍ଦିରର ବାହା ରେ ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ଥିଲା। ଆଉ ସେ ପୁରୁଷଙ୍କ ହସ୍ତ ରେ ଏକ ପରିମାପକ ଦଣ୍ଡ ଥିଲା। ତାହା ଛଅହାତ ଦୀର୍ଘ, ପ୍ରେତ୍ୟକକ ହାତ ଏକହାତ ଚାରି ଅଙ୍ଗୁଳି ପରିମିତ। ତହିଁରେ ସେ ଗୃହର ସ୍ଥୁଳତା ଏକ ଦଣ୍ଡ ଓ ଉଚ୍ଚତା ଏକ ଦଣ୍ଡ ମାପିଲେ।

ଯିହିଜିକଲ 41:8

ମୁଁ ଦେଖିଲି ଯେ ମନ୍ଦିରର ଚତୁର୍ଦ୍ଦିଗ ରେ ଉଚ୍ଚୀକୃତ ମଜେିଆ ଥିଲା। ପାଶର୍‌ବସ୍ଥ କଠାେରୀଗୁଡ଼ିକର ମୂଳଭିତ୍ତି ଛଅହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା।

Interlinear

Choose Theme