ଯିହିଜିକଲ 43:21 · ଓଡ଼ିଆ ବାଇବେଲ
ଏବଂ ତୁମ୍ଭେ ସହେି ପାପାର୍ଥକ ବଳି ବୃଷଭକୁ ନଇେ ପବିତ୍ର ସ୍ଥାନର ବାହା ରେ ମନ୍ଦିରର ନିରୂପିତ ସ୍ଥାନ ରେ ତାହା ଦଗ୍ଧ କରିବ।
Cross references
ଯାତ୍ରା ପୁସ୍ତକ 29:14
ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।
ଲେବୀୟ ପୁସ୍ତକ 4:12
ବାହାରକୁ ନିଆୟିବା ଉଚିତ୍ ଓ ଧର୍ମକାର୍ୟ୍ଯର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ବାରା ଦଗ୍ଧ କରିବ।
ଲେବୀୟ ପୁସ୍ତକ 8:17
ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
ଯିହିଜିକଲ 45:2
ତାହା ମଧ୍ଯରୁ 500 ହାତ ର୍ଦୈଘ୍ଯ ଓ 500 ହାତ ପ୍ରସ୍ଥ ବିଶିଷ୍ଟ ଏକ ବର୍ଗାକାର କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ନିମନ୍ତେ ରହିବ। ତାହାର ଚତୁର୍ଦ୍ଦିଗ ରେ ପଚାଶ ହାତ ପରିମିତ ଏକ ଖାେଲା ସ୍ଥାନ ରହିବ।
ଏବ୍ରୀ 13:11
ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।