ଯେତବେେଳେ ସମାନେେ ଭିତର ପ୍ରାଙ୍ଗଣର ଫାଟକ ନିକଟକୁ ଆସନ୍ତି, ସମାନେେ ନାଇଲନ୍ ପୋଷାକ ପିନ୍ଧିବେ, ଯେତବେେଳେ ସମାନେେ ମନ୍ଦିରର ଭିତର ପ୍ରାଙ୍ଗଣର ସବୋ କରନ୍ତି, ସମାନେେ ନିଶ୍ଚଯ ପଶମ ବସ୍ତ୍ର ପରିଧାନ କରିବେ ନାହିଁ।
Cross references
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।
ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
ଏହାପରେ ସମାନେେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ସୂକ୍ଷ୍ମ କ୍ଷୋମ ସୂତ୍ର ଦ୍ବାରା ତନ୍ତୁବାଯ ନିର୍ମିତ ଜାମା ତିଆରି କଲେ।
ହାରୋଣ ଜଳ ରେ ନିଜର ଶରୀରକୁ ଧେ ୗତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦହେ ରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟୀବନ୍ଧନୀ କଟି ରେ ବାନ୍ଧିବେ ଓ ଶୁଭ୍ର ପଗଡି ମୁଣ୍ଡ ରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।
ସେ ଯେଉଁଦିନ ଉପାସନା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ୟିବ ସଦେିନ ନିଜ ପାଇଁ ପାପାର୍ଥକ ବଳି ଉତ୍ସର୍ଗ କରିବ। ସଦାପ୍ରଭୁ, ମାରେ ପ୍ରଭୁ ଏହିସବୁ କହନ୍ତି।
ସହେି ସିଂହାସନର ଚାରିପାଖ ରେ ଆଉ ଚବିଶଟି ସିଂହାସନ ଥିଲା। ସହେି ଚବିଶଟି ସିଂହାସନ ରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସମାନେେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ।
କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।