ଯିହିଜିକଲ 44:18 · ଓଡ଼ିଆ ବାଇବେଲ
ସମାନଙ୍କେ ମସ୍ତକରେ ମସିନା ବସ୍ତ୍ରର ପଗଡ଼ି ଓ କଟି ଦେଶ ରେ ମସିନା ବସ୍ତ୍ରର ଜଙ୍ଘିଆ ଥିବ। ସ୍ବଦେ ଜାତ ହେଲାଭଳି କୌଣସି ପୋଷାକ ସମାନେେ ପିନ୍ଧିବେ ନାହିଁ।
Cross references
ଯାତ୍ରା ପୁସ୍ତକ 28:40
ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ।
ଯାତ୍ରା ପୁସ୍ତକ 39:28
ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ପଗଡି ଓ ସୂକ୍ଷ୍ମ କ୍ଷୋମ ସୂତ୍ର ନିର୍ମିତ ଶିରୋ ବନ୍ଧନୀ ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶୁକ୍ଲ ଜଙ୍ଘିଆ ପ୍ରସ୍ତୁତ କଲେ।
ଲେବୀୟ ପୁସ୍ତକ 16:4
ହାରୋଣ ଜଳ ରେ ନିଜର ଶରୀରକୁ ଧେ ୗତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦହେ ରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟୀବନ୍ଧନୀ କଟି ରେ ବାନ୍ଧିବେ ଓ ଶୁଭ୍ର ପଗଡି ମୁଣ୍ଡ ରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।
ଯିଶାଇୟ 3:20
ଶିରୋଭୂଷଣ ଓ ପାଦର ବଳା, କଟିବନ୍ଧନୀ, ଅତରଦାନୀ ଓ କବଚ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:4
ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:40
ପ୍ରେତ୍ୟକକ କାମ ଠିକ୍ ଭାବରେ ଓ କ୍ରମାନୁସା ରେ କରିବା ଉଚିତ୍।