Home Bibles ☰ Books ଯିହିଜିକଲ 44:2 · ଓଡ଼ିଆ ବାଇବେଲ
ଯିହିଜିକଲ 44:2 · ଓଡ଼ିଆ ବାଇବେଲ

ତା'ପ ରେ ସଦାପ୍ରଭୁ ମାେତେ କହିଲେ, ଏହି ଫାଟକ ବନ୍ଦ ରହିବ। ତାହା ମୁକ୍ତ ହବେ ନାହିଁ କିମ୍ବା କୌଣସି ମନୁଷ୍ଯ ତାହାଦଇେ ପ୍ରବେଶ କରିବ ନାହିଁ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ତାହାଦଇେ ପ୍ରବେଶ କରିଅଛନ୍ତି, ଏଥିପାଇଁ ତାହା ବନ୍ଦ ରହିବ।

Cross references

ଯାତ୍ରା ପୁସ୍ତକ 24:10

ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।

ଯିଶାଇୟ 6:1

ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।

ଯିହିଜିକଲ 43:1

ଏହାପ ରେ ସେ ମାେତେ ପୂର୍ବଦ୍ବାର ନିକଟକୁ ଆଣିଲେ।

ଯିହିଜିକଲ 43:2

ଏବଂ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ପୂର୍ବ ଦିଗରୁ ଆସୁଥିବାର ମୁଁ ଦେଖିପାରିଲି ଏବଂ ତାଙ୍କର ସ୍ବର ସମୁଦ୍ରର ଗର୍ଜ୍ଜନର ସ୍ବର ପରି ଥିଲା ଏବଂ ଦେଶଟି ତାଙ୍କ ମହିମା ରେ ଆଲୋକିତ ହାଇଗେଲା।

ଯିହିଜିକଲ 43:4

ଆଉ ପୂର୍ବ ଦ୍ବାର ଦଇେ ସଦାପ୍ରଭୁଙ୍କର ମହିମା ମନ୍ଦିର ମଧିଅରେ ପ୍ରବେଶ କଲା।

ଯିହିଜିକଲ 46:1

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଭିତର ପ୍ରାଙ୍ଗଣର ପୂର୍ବଦ୍ବାର କାର୍ୟ୍ଯକାରୀ ଛଅଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ଯା ଦିନ ଖାେଲା ରହିବ।

Interlinear

Choose Theme