Home Bibles ଯିହିଜିକଲ 44:25 · ଓଡ଼ିଆ ବାଇବେଲ
ଯିହିଜିକଲ 44:25 · ଓଡ଼ିଆ ବାଇବେଲ

କାରଣ ସମାନେେ ଅଶୁଚି କରିବା ପାଇଁ କୌଣସି ମୃତ ଲୋକ ଶବ ନିକଟକୁ ଆସିବେ ନାହିଁ। କିନ୍ତୁ ସମାନେେ ନିଜର ପିତା, ମାତା, ପୁତ୍ର, କନ୍ଯା, ଭ୍ରାତା କିମ୍ବା ଅବିବାହିତା ଭଗିନୀ ନିମନ୍ତେ ନିଜକୁ ଅଶୁଚି କରିପାରିବେ।

Cross references

ଲେବୀୟ ପୁସ୍ତକ 21:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ଯୁବ୍ଯକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।

ଲେବୀୟ ପୁସ୍ତକ 22:4

ଯଦି ହାରୋଣ ବଂଶଧରମାନଙ୍କ ମଧ୍ଯରୁ ଯେ କହେି ଚର୍ମ ରୋଗୀ କିମ୍ବା ବୀର୍ୟ୍ଯ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହବୋ ୟାଏ ମାରେ ପବିତ୍ର ଦ୍ରବ୍ଯ ଭୋଜନ କରିବା ଉଚିତ୍ ନୁହଁ। ୟିଏ କହେି ଶବକୁ ଛୁଏଁ କିମ୍ବା ବୀର୍ୟ୍ଯପାତ ହେଉଥିବା କୌଣସି ମନୁଷ୍ଯକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ବାରା ସେ ମଧ୍ଯ ଅଶୁଚି ହବେ, କମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହାଇେଛି,

ମାଥିଉଲିଖିତ ସୁସମାଚାର 8:21

ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, ପ୍ରଭୁ ମାେତେ ଆଗ ଯାଇ ମାରେ ବାପାଙ୍କୁ କବର ଦଇେଆସିବାକୁ ଅନୁମତି ଦିଅନ୍ତୁ। ତା'ପରେ ମୁଁ ଆପଣଙ୍କର ଅନୁସରଣ କରିବି।

ଲୂକଲିଖିତ ସୁସମାଚାର 9:59

ତା'ପରେ ଯୀଶୁ ଆଉ ଜଣକୁ କହିଲେ, ମାରେ ଅନୁସରଣ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:16

ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13

ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।

Interlinear

Choose Theme