ସମାନେେ ଶସ୍ଯ ବଳି, ପାପାର୍ଥକ ବଳି ଓ ଦୋଷର୍ଥକ ବଳି ଭୋଜନ କରିବେ। ଇଶ୍ରାୟେଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସମାନଙ୍କେର ହବେ।
Cross references
ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।
ସହେି ଶସ୍ଯ-ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହବେ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆୟାଏ ମହାପବିତ୍ର ଅଟେ।
ଏହା ହେଉଛି ଶସ୍ଯ ନବୈେଦ୍ଯର ବ୍ଯବସ୍ଥା। ହାରୋଣର ପୁତ୍ରଗଣ ୟଜ୍ଞବଦେୀ ସମ୍ମୁଖ ରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ଯ ଆଣିବେ।
ଯେଉଁ ଯାଜକ ପାପମାଚେନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ ତମ୍ବୁ ପ୍ରାଙ୍ଗଣର ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାହା ଭକ୍ଷଣ କରିବ।
ଯାଜକ ପରିବାରରୁ ଯେ କୌଣସି ପୁରୁଷ ତାହା ଭୋଜନ କରିବେ। ତାହା ଅତି ପବିତ୍ର ଅଟେ।
ଯାଜକ ପରିବାର ମଧ୍ଯରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରିପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନ ରେ ତାହା ଭୋଜନ କରାୟିବ।
ମାତ୍ର ସହେି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶଷେ ଉପହାର ତୁଲ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ ଓ ତହିଁରେ ଯାଜକର ଅଧିକାର ହବେ।
ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶଷେ ଉପହାର ଉତ୍ସର୍ଗ କରେ, ଏହା ବ୍ଯକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହାଇପୋ ରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହବେ ନାହିଁ। ପ୍ରେତ୍ୟକକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।
ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡିକ ତୁମ୍ଭର ହବେ। ଏହି ଅଂଶଗୁଡିକ ଦଗ୍ଧ ହବୋ ଉଚିତ୍ ନୁହଁ ଯଥା: ସମାନଙ୍କେର ଶସ୍ଯ ନବୈେଦ୍ଯ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ଯତ ବଂଶଧରଙ୍କ ପାଇଁ।
ଇଶ୍ରାୟେଲ ରେ ସଦାପ୍ରଭୁଙ୍କୁ ସମସ୍ତ ଉତ୍ସର୍ଗୀକୃତ ଦ୍ରବ୍ଯ ତୁମ୍ଭର ହବେ।
ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସବେକ ସମାନେେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବଦେୀର ସବୋ ରେ ନିୟୁକ୍ତ ସମାନେେ ବଦେୀକୁ ଅଣାଯାଇଥିବା ନବୈେଦ୍ଯରୁ କିଛି ଭାଗ ପାଆନ୍ତି।
ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁ328 ରେ ସବୋ କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ।