ତୁମ୍ଭମାନଙ୍କର ସମସ୍ତ ଶସ୍ଯ ଅମଳର ପ୍ରଥମ ଭାଗ ଓ ସମସ୍ତ ଉପହାରଗୁଡ଼ିକ ମଧିଅରେ ପ୍ରେତ୍ୟକକ ଉପହାର ଯାଜକମାନଙ୍କର ହବେ। ଆଉ ମଧ୍ଯ ତୁମ୍ଭମାନେେ ନିଜ ନିଜ ଗୃହ ରେ ଆଶୀର୍ବାଦ ଲାଭ କରିବା ପାଇଁ ଯାଜକକୁ ନିଜର ସୁଜିର ପ୍ରଥମ ଅଂଶ ଦବେ।
Cross references
ଇଶ୍ରାୟେଲ ସନ୍ତାନମାନଙ୍କ ମଧିଅରେ ମନୁଷ୍ଯ ହେଉ କି ପଶୁ ହେଉ, ଯେ କହେି ପ୍ରଥମେ ଜାତ ହବେ, ସହେି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ଯ ରେ ପ୍ରଦାନ କର, ତାହା ଆମ୍ଭର।
ତୁମ୍ଭେ ନିଶ୍ଚଯ ତୁମ୍ଭର ପ୍ରଥମଜାତ ପୁତ୍ରକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ଗୋରୁଗାଈମାନଙ୍କ ପ୍ରଥମଜାତ ପୁଂପଶୁ ସଦାପ୍ରଭୁଙ୍କୁ ଦବୋ ଉଚିତ୍।
ଶସ୍ଯ ଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ଯ ଏବଂ ପ୍ରଥମ ଫଳର ରସ ଦବୋ ରେ କୌଣସି ବିଳମ୍ବ କରିବ ନାହିଁ।
ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।
ଯେତବେେଳେ ତୁମ୍ଭମାନେେ ମିଶର ରେ ଥିଲ, ସେତବେେଳେ ମୁଁ ମିଶରୀଯମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ଯା କରିଥିଲି। ଇଶ୍ରାୟେଲ ରେ ସମସ୍ତ ମନୁଷ୍ଯ ଓ ପଶୁର ପ୍ରଥମଜାତକୁ ମାେ ପାଇଁ ପବିତ୍ର କଲି। ସମାନେେ ସମସ୍ତେ ମାରେ ଅଧିକୃତ। ମୁଁ ସଦାପ୍ରଭୁ ଅଟେ।
ତୁମ୍ଭମାନେେ ସହେି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍।
ତୁମ୍ଭମାନେେ ନିଜ ନିଜ ପ୍ରଥମ ଶସ୍ଯରୁ ଉତ୍ତୋଳନୀଯ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ। ଯେପରି ଶସ୍ଯ ମର୍ଦ୍ଦନ ସ୍ଥାନ ରେ ଉତ୍ତୋଳନୀଯ ଉପହାର, ସହେିପରି ତାହା ଉତ୍ତୋଳନ କରିବା ଉଚିତ୍।
ଇଶ୍ରାୟେଲ ଲୋକମାନେ ମାେ ଉବ୍ଦେଶ୍ଯ ରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ଯ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦଲେୁ।
ଠିକ୍ ଶସ୍ଯ ଓ ନୂତନ ଦ୍ରାକ୍ଷାରସ ପରି ଏହା ତୁମ୍ଭର ଉପହାର ହବେ।
ତୁମ୍ଭେ ଆପଣା ଶସ୍ଯର ଆପଣା ଦ୍ରାକ୍ଷାରସର, ଆପଣା ତୈଳର ଆପଣା ମଷେ ଲୋମର ପ୍ରଥମ ଭାଗ ଯାଜକଗଣଙ୍କକ୍ସ୍ଟ ନିଶ୍ଚିତ ଦବେ।
ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକକ୍ସ୍ଟ ଯେଉଁ ଦେଶ ଦଇେଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛକ୍ସ୍ଟ।'
ହିଜକିଯ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ସମାନଙ୍କେର ଶସ୍ଯର ପ୍ରଥମ ଅଂଶ ଯାଜକ ଓ ଲବେୀୟମାନଙ୍କୁ ଦବୋ ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲବେୀୟମାନେ ବ୍ଯବସ୍ଥା ନିଯମାନୁୟାଯୀ କାର୍ୟ୍ଯ କରିବା ରେ ସମାନଙ୍କେର ସମସ୍ତ ସମୟ ଅତିବାହିତ କରିପାରିବେ।
ସାଦୋକ୍ ବଂଶର ମୁଖ୍ଯଯାଜକ ଅସରିଯ ହିଜକିଯଙ୍କୁ କହିଲେ, ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସହେି ସମୟଠାରୁ ଆମ୍ଭମାନେେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଆମ୍ଭମାନେେ ଭୋଜନ କରିସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି ! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।
ଆମ୍ଭମାନଙ୍କ ଜମିର ପ୍ରଥମଜାତ ଶସ୍ଯ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ, ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ମନ୍ଦିରକୁ ଆଣିବା ପାଇଁ ଏକଥା ଗ୍ରହଣ କରିଥିଲୁ।
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।
ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।