ଯିହିଜିକଲ 45:3 · ଓଡ଼ିଆ ବାଇବେଲ
ଆଉ ଏହି ପରିମିତ ଅଂଶରୁ ତୁମ୍ଭେ 25,000 ହାତ ର୍ଦୈଘ୍ଯ ଓ 10,000 ହାତ ପ୍ରସ୍ଥ ଭୂମି ମାପିବ। ଏହାରି ମଧିଅରେ ମନ୍ଦିର ଓ ମହାପବିତ୍ର ସ୍ଥାନ ହବେ।
Cross references
ପ୍ରଥମ ରାଜାବଳୀ 6:16
ସହେି ମନ୍ଦିରର ପଶ୍ଚାତ୍ ଭାଗ ରେ ଭିତରକୁ କୋଡିଏ ହାତ ର୍ଦୈଘ୍ଯର ଏକ କଠାେରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ୟ୍ଯନ୍ତ ଏରସ କାଠର ପଟା ରେ ଆଚ୍ଛାଦିତ ହେଲା। ଏହା ମଧ୍ଯ କଠାେରୀଟି ମହାପବିତ୍ରସ୍ଥାନ ନାମ ରେ କଥିତ ହେଲା।
ଯିହିଜିକଲ 48:10
ସହେି ବିଶଷେ ଭୂମି