Home Bibles ☰ Books ଯିହିଜିକଲ 45:9 · ଓଡ଼ିଆ ବାଇବେଲ
ଯିହିଜିକଲ 45:9 · ଓଡ଼ିଆ ବାଇବେଲ

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲର ଅଧିପତିମାନେ, ୟଥେଷ୍ଟ ! ତୁମ୍ଭମାନଙ୍କ ନିମନ୍ତେ ଏହା ୟଥେଷ୍ଟ ହେଉ। ତୁମ୍ଭମାନେେ ଲୋକମାନଙ୍କ ପ୍ରତି ନିଷ୍ଠୁରତା ଓ ଧନ ଅପହରଣ କରିବା ଦୂର କର। ଆଉ ସମାନଙ୍କେ ପ୍ରତି ନ୍ଯାଯ ଓ ଯଥାର୍ଥ ବିଚାର କର। ମାରେ ଲୋକମାନଙ୍କଠାରୁ ଭୂମି ନଇୟିବୋ ବନ୍ଦ କର। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

Cross references

ନିହିମିୟା 5:1

ଅନକେ ଲୋକେ ୟିହୁଦୀଯ ଭାଇମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।

ଆୟୁବ ପୁସ୍ତକ 20:19

କାହିଁକି ? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।

ଆୟୁବ ପୁସ୍ତକ 22:9

ଏହାବି ହାଇପୋ ରେ ତୁମ୍ଭେ ବିଧବାମାନଙ୍କୁ କିଛି ନ ଦଇେ ପଠାଇ ଦଇେଛ। ଆୟୁବ, ତୁମ୍ଭେ ଅନାଥମାନଙ୍କୁ ଠକିଛ।

ଆୟୁବ ପୁସ୍ତକ 24:2

କହେି କହେି ବ୍ଯକ୍ତି ନିଜର ଜମିର ସୀମାକୁ ଘୁଞ୍ଚାଇ ପଡ଼ୋଶୀର ଜମି ମାରି ଦବୋକୁ ଚେଷ୍ଟା କରନ୍ତି। କହେି ଅନ୍ୟର ମଷେପଲ ହରଣ କରି ଅନ୍ୟ ଚରାଭୂମିକୁ ନଇେ ୟାଆନ୍ତି।

ଗୀତସଂହିତା 82:2

ପରମେଶ୍ବର କହନ୍ତି, ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ ?

ଯିଶାଇୟ 1:17

ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'

ଯିରିମିୟ 22:3

ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।

ଯିହିଜିକଲ 43:14

ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ୟ୍ଯନ୍ତ ଦୁଇହାତ ଓ ପ୍ରସ୍ଥ ଏକ ହାତ ହବେ। ସହେି କ୍ଷୁଦ୍ରତମ ଥାକଠାରୁ ବଡ଼ଥାକ ପର୍ୟ୍ଯନ୍ତ ଚାରିହାତ ଓ ପ୍ରସ୍ଥ ଏକ ହାତ ହବେ।

ଯିହିଜିକଲ 44:6

ଆଉ ଇଶ୍ରାୟେଲର ଅବଜ୍ଞାକାରୀଙ୍କୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି। ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ କରିଥିବା ଘୃଣ୍ଯକର୍ମ ତୁମ୍ଭମାନଙ୍କର ୟଥେଷ୍ଟ ହାଇେଛି।

ଆମୋଷ 5:15

ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।

ମୀଖା 2:1

ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।

ମୀଖା 2:2

ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।

ମୀଖା 2:9

ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସମାନଙ୍କେର ରମଣୀଯ ଗୃହଗୁଡିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ଯ ତୁମ୍ଭେ ସମାନଙ୍କେର େଛାଟ ସନ୍ତାନମାନଙ୍କଠାରୁ ମାରେ ଗୌରବ ଚିରଦିନ ପାଇଁ କାଢି ନଇେଛ।

ଯିଖରିୟ 8:16

ତୁମ୍ଭମାନେେ ଏହିସବୁ ନିଶ୍ଚଯ କରିବ, ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ଯ କୁହ। ତୁମ୍ଭମାନେେ ତୁମ୍ଭମାନଙ୍କର ନଗରମାନଙ୍କ ରେ ସତ୍ଯତା ଏବଂ ନ୍ଯାଯପୂର୍ଣ୍ଣ ବିଗ୍ଭର କର।

Interlinear

Choose Theme