Home Bibles ☰ Books ଯିହିଜିକଲ 46:12 · ଓଡ଼ିଆ ବାଇବେଲ
ଯିହିଜିକଲ 46:12 · ଓଡ଼ିଆ ବାଇବେଲ

ପୁଣି ଅଧିପତି ଯେତବେେଳେ ସ୍ବେଚ୍ଛାଦତ୍ତ ଉପହାର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଅବା ମଙ୍ଗଳାର୍ଥକ ବଳି ସ୍ବେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତବେେଳେ ତାଙ୍କ ପାଇଁ ପୂର୍ବଦ୍ବାର ଫିଟାୟିବ। ଏବଂ ସେ ବିଶ୍ରାମ ଦିନ ରେ ଯେପରି କରନ୍ତି ସହେିପରି ଆପଣା ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତା'ପ ରେ ସେ ବାହାରି ଯିବେ ଓ ବାହାରି ଗଲାପ ରେ ଦ୍ବାର ବନ୍ଦ କରାୟିବ।

Cross references

ଲେବୀୟ ପୁସ୍ତକ 1:3

ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।

ଲେବୀୟ ପୁସ୍ତକ 7:16

ମାତ୍ର ଯଦି ସହେି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ବେଚ୍ଛାଦତ୍ତ ଉପହାର ହୁଏ। ତବେେ ସେ ତାହାର ସହେି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳ ରେ ଭୋଜନ କରିବ।

ଲେବୀୟ ପୁସ୍ତକ 23:38

ତୁମ୍ଭମାନେେ ସଦାପ୍ରଭୁଙ୍କ ବିଶ୍ରାମଦିନ ଛଡା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ଦାନ ଛଡା ତୁମ୍ଭମାନଙ୍କର ସକଳ ମାନତ ଛଡା ଓ ତୁମ୍ଭମାନଙ୍କ ସ୍ବେଚ୍ଛାଦତ୍ତ ସକଳ ନବୈେଦ୍ଯ ଛଡା ଏହିସବୁ ପର୍ବ ପାଳନ କରିବ।

ଗଣନା ପୁସ୍ତକ 29:39

ତୁମ୍ଭମାନେେ ତୁମ୍ଭମାନଙ୍କର ପର୍ବଦିନ ରେ ସଦାପ୍ରଭୁଙ୍କୁ ଏହିସବୁ ବଳିଦାନ ଦିଅ। ତୁମ୍ଭମାନଙ୍କ ହାମବେଳି ତୁମ୍ଭମାନଙ୍କ ଶସ୍ଯ ନବୈେଦ୍ଯ, ତୁମ୍ଭମାନଙ୍କ ପଯେ ନବୈେଦ୍ଯ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି। ତୁମ୍ଭମାନଙ୍କ ସଂୟୋଗ ବିଶଷେ ପ୍ରତିଜ୍ଞା ନବୈେଦ୍ଯ ଓ ସ୍ବେଚ୍ଛାମୂଳକ ନବୈେଦ୍ଯ ଉତ୍ସର୍ଗ କର।

ପ୍ରଥମ ରାଜାବଳୀ 3:4

ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।

ପ୍ରଥମ ବଂଶାବଳୀ 29:21

ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସମାନେେ ସଦାପ୍ରଭୁଙ୍କୁ ହାମବେଳି ଅର୍ପଣ କଲେ। ସମାନେେ 1,000 ବଳଦ, 1,000 ଅଣ୍ଡିରା ମଷେ, 1,000 ମଷେଶାବକ ଓ ପଯେ ନବୈେଦ୍ଯ ଉତ୍ସର୍ଗ କଲେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ଅନକେ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କଲେ।

ଦିତୀୟ ବଂଶାବଳୀ 5:6

ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ନିଯମ-ସିନ୍ଦୁକ ସମ୍ମୁଖ ରେ ଏକାଠି ହେଲେ। ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ମଷେ ଓ ଷଣ୍ଢଗୁଡ଼ିକୁ ହାମବେଳି ରୂପେ ବଳିଦାନ ଦେଲେ। ସହେି ବଳିକୃତ ମଷେ ଓ ଷଣ୍ଢ ସଂଖ୍ଯା ଏତେ ଥିଲା ଯେ, ତା'କୁ କହେି ଗଣିପାରିଲେ ନାହିଁ।

ଦିତୀୟ ବଂଶାବଳୀ 7:5

ରାଜା ଶଲୋମନ 22,000 ବଳଦ ଓ 1,20,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ସମର୍ପଣ କଲେ।

ଦିତୀୟ ବଂଶାବଳୀ 29:31

ହିଜକିଯ କହିଲେ, ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭମାନେେ ନିଜକୁ ସଦାପ୍ରଭୁଙ୍କ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ଯବାଦର ଉପହାରସବୁ ଆଣ। ଏହାପରେ ଲୋକମାନେ ବଳିଦାନ ଓ ଧନ୍ଯବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଚାହିଁଲା, ସେ ହାମବେଳି ଉପହାରସବୁ ଆଣିଲା।

ଏଜ୍ରା 1:4

ଆଉ ଯେ କୌଣସି ଲୋକ ଅନ୍ୟଠା ରେ ବାସ କରୁଛନ୍ତି, ସହେି ସ୍ଥାନର ଲୋକମାନେ ୟିରୁଶାଲମସ୍ଥ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ସ୍ବଇଛା ରେ ଦତ୍ତ ନବୈେଦ୍ଯ ଛଡା ରୂପା, ସୁନା, ନାନାଦ୍ରବ୍ଯ ଓ ପଶୁ ଦିଅନ୍ତି।

ଏଜ୍ରା 3:5

ଏହାପରେ ସମାନେେ ନିତ୍ଯ ହାମବେଳି, ଅମାବାସ୍ଯା ରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଉତ୍ସର୍ଗକାରୀ ପ୍ରେତ୍ୟକକ ଲୋକର ଉପହାର ଉତ୍ସର୍ଗ କଲେ।

ଏଜ୍ରା 6:17

ପୁଣି ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସମାନେେ 100 ବୃଷ, 200 ଅଣ୍ତିରା ମଷେ, 400 ମଷେଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇଶ୍ରାୟେଲର ପାପାର୍ଥକ ବଳିଦାନ ନିମନ୍ତେ ଇଶ୍ରାୟେଲୀୟ ଗୋଷ୍ଠୀର ସଂଖ୍ଯା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।

Interlinear

Choose Theme