ଏହିରୂପେ ଲୋକମାନେ ନିତ୍ଯ ହାମବେଳି ରୂପେ ପ୍ରତି ପ୍ରଭାତ ରେ ମଷେଛୁଆ, ଭକ୍ଷ୍ଯ ନବୈେଦ୍ଯ ଓ ତୈଳ ଉତ୍ସର୍ଗ କରିବେ।
Cross references
ପ୍ରେତ୍ୟକକ ଦିନ ସହେି ୟଜ୍ଞବଦେୀ ଉପରେ ତୁମ୍ଭେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ବଳି ପାଇଁ ମଷେଶାବକ ଏକ ବର୍ଷୀଯ ହବେ ଏବଂ ପ୍ରେତ୍ୟକକ ଦିନ ଏହା ଦୁଇଟି ବଳି ହବେ।
ଏହା ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ଯ ହାମବେଳି ହବେ। ସହେି ସ୍ଥାନ ରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।
ଏହା ନିତ୍ଯ ହାମବେଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ସୀନଯ ପର୍ବତ ରେ ନିରୂପିତ ହାଇେଥିଲା।
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।