ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଯଦି ଅଧିପତି ନିଜ ପୁତ୍ରମାନଙ୍କରୁ ଜଣକୁ ତାଙ୍କ ଭୂମିର ଅଂଶରୁ ଗୋଟିଏ ଉପହାର କରନ୍ତି, ତବେେ ତା'ର ଉତ୍ତରାଧିକାରୀ ସହେି ପୁତ୍ରମାନେ ହବେେ। ଏହା ସମାନଙ୍କେର ସମ୍ପତ୍ତି ହବେ।
Cross references
ଅବ୍ରହାମ ମରିବା ପୂର୍ବରୁ ସେ ତାଙ୍କର ଦାସୀ ପୁତ୍ରମାନଙ୍କୁ କିଛି ଉପହାର ଦେଲେ ଏବଂ ପୂର୍ବ ଦିଗକୁ ପଠାଇଲେ।
ଯିହାଶାଫେଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନକେ ବହୁମୂଲ୍ଯ ପଦାର୍ଥ ଉପହାର ଦଇେଥିଲେ। ସେ ସମାନଙ୍କେୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ଯ ପ୍ରଦାନ କରିଥିଲେ। କିନ୍ତୁ ଯିହାଶାଫେଟ୍, ଯିହାରୋମ୍ଙ୍କୁ ରାଜ୍ଯ ଦେଲେ, କାରଣ ସେ ତାଙ୍କର ଜେଷ୍ଠ ପୁତ୍ର ଥିଲେ।
ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ।
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।
ଜଣେ କ୍ରୀତଦାସ ଗୋଟିଏ ପରିବାର ରେ ସର୍ବଦା ରହେ ନାହିଁ। କିନ୍ତୁ ଜଣେ ପୁତ୍ର ଗୋଟିଏ ପରିବାରଭୁକ୍ତ ହାଇେ ସବୁବେଳେ ରୁ ହେ।
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।
ଅତଏବ, ତୁମ୍ଭମାନେେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ବରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହାଇେଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।