Home Bibles ☰ Books ଯିହିଜିକଲ 46:6 · ଓଡ଼ିଆ ବାଇବେଲ
ଯିହିଜିକଲ 46:6 · ଓଡ଼ିଆ ବାଇବେଲ

ଅମାବାସ୍ଯା ଦିନ ହାମବେଳି ନିମନ୍ତେ ଏକ ନିଖୁଣ ଗୋବତ୍ସ ଛଅ ମଷେ ଶାବକ ଓ ଏକ ମଷେ ହବେ। ଆଉ ଏଗୁଡ଼ିକ ସବୁ ନିଖୁଣ ହବେେ।

Cross references

ଗଣନା ପୁସ୍ତକ 28:11

ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।

ଯିହିଜିକଲ 46:1

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଭିତର ପ୍ରାଙ୍ଗଣର ପୂର୍ବଦ୍ବାର କାର୍ୟ୍ଯକାରୀ ଛଅଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ଯା ଦିନ ଖାେଲା ରହିବ।

Interlinear

Choose Theme