Home Bibles ଯିହିଜିକଲ 47:5 · ଓଡ଼ିଆ ବାଇବେଲ
ଯିହିଜିକଲ 47:5 · ଓଡ଼ିଆ ବାଇବେଲ

ତାହାପ ରେ ସେ ଆଉ 1,000 ହାତ ମାପିଲେ। ସେତବେେଳେ ତାହା ଏକ ଗଭୀର ନଦୀ ହେଲା ଓ ମୁଁ ତାହା ମଧ୍ଯ ଦଇେ ଗମନ କରିପାରିଲି ନାହିଁ। କାରଣ ଜଳ ଏତେ ଗଭୀର ଥିଲା ଯେ, ଜଣକୁ ପହଁରିବା ପାଇଁ ପଡ଼ିଥାନ୍ତା, କିନ୍ତୁ କହେି ପାର ହାଇପୋରିବେ ନାହିଁ।

Cross references

ଯିଶାଇୟ 11:9

କୌଣସି ବ୍ଯକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମାରେ ପବିତ୍ର ପର୍ବତ ରେ କୌଣସି ବ୍ଯକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷଯ ରେ ସମାନଙ୍କେ ପରିପୂର୍ଣ୍ଣ ଜ୍ଞାନ ହବେ। ସମୁଦ୍ର ଯେପରି ଜଳ ରେ ପରିପୂର୍ଣ୍ଣ ପୃଥିବୀ ସହେିପରି ସଦାପ୍ରଭୁ ବିଷଯକ ଜ୍ଞାନ ରେ ପରିପୂର୍ଣ୍ଣ ହବେ।

ଦାନିଏଲ 2:34

ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।

ହବକକୂକ 2:14

ତା'ପ ରେ ଲୋକମାନେ ସବୁଆଡେ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ର ରେ ଜଳ ବ୍ଯାପିଲା ପରି ଏହି ଖବର ଗ୍ଭରିଆଡେ ବ୍ଯାପିୟିବ।

ମାଥିଉଲିଖିତ ସୁସମାଚାର 13:31

ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ.

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9

ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:2

ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।

Interlinear

Choose Theme