Cross references
ଅନନ୍ତର ସଦାପ୍ରଭୁ ମାଯାେବ ପଦା ରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ ନଦୀ ଆରପାରି ରେ ମାଶାଙ୍କେୁ କହିଲେ,
ଏହାପରେ ଲବେୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିଯାସର ଯାଜକ ଓ ନୂନର ପକ୍ସ୍ଟତ୍ର ଯିହାଶୂେୟ ଓ ଇଶ୍ରାୟେଲ ସନ୍ତାନମାନଙ୍କ ବଂଶ ସମକ୍ସ୍ଟହର ପିତୃ ଗୃହର ପ୍ରଧାନମାନଙ୍କ ନିକଟକକ୍ସ୍ଟ ଆସିଲେ।
ଆଉ ଲବେୀୟମାନେ ଏକ ଉତ୍ତରାଧିକାର ପ୍ରାପ୍ତ ହବେେ। ମୁଁ ସମାନଙ୍କେର ସମ୍ପତ୍ତି, ତୁମ୍ଭମାନେେ ଇଶ୍ରାୟେଲ ଭିତ ରେ କୌଣସି ଭୂମି ସମାନଙ୍କେୁ ଦବେ ନାହିଁ। କାରଣ ମୁଁ ସମାନଙ୍କେର ଅଧିକାର ଅଟେ।
ଦେଶର ଏହି ଅଂଶ ପବିତ୍ର ଅଟେ। ଯାଜକମାନେ, ୟିଏ ସଦାପ୍ରଭୁଙ୍କ ଉପାସନା କରିବାକୁ ଆସନ୍ତି ଏବଂ ପବିତ୍ର ମନ୍ଦିର ରେ ସବୋ କରେ ଏହି ଭୂମି ସଦାପ୍ରଭୁଙ୍କ ପାଇଁ ପାଇବେ। ଆଉ ଏହି ସ୍ଥାନ ସମାନଙ୍କେର ମନ୍ଦିର ନିର୍ମାଣ ପାଇଁ ଓ ଧର୍ମଧାମ ପାଇଁ ପବିତ୍ର ସ୍ଥାନ ହବେ।
ଯାତ୍ରା ବେଳେ ଝୁଲା ନିଅନାହିଁ। ପିନ୍ଧିଥିବା ପୋଷାକ ଓ ୟୋତା ଛଡା ଅଧିକା ପୋଷାକ ବା ୟୋତା କି ବାଡି ନିଅନାହିଁ। ଜଣେ ସବେକ କବଳେ ନିହାତି ଆବଶ୍ଯକୀୟ ପଦାର୍ଥ ନବୋ ଉଚିତ।
ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସବେକ ସମାନେେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବଦେୀର ସବୋ ରେ ନିୟୁକ୍ତ ସମାନେେ ବଦେୀକୁ ଅଣାଯାଇଥିବା ନବୈେଦ୍ଯରୁ କିଛି ଭାଗ ପାଆନ୍ତି।