Home Bibles ଯିହିଜିକଲ 48:11 · ଓଡ଼ିଆ ବାଇବେଲ
ଯିହିଜିକଲ 48:11 · ଓଡ଼ିଆ ବାଇବେଲ

ତାହା ସାଦୋକର ସନ୍ତାନଗଣ ମଧ୍ଯରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହବେ। ଯେଉଁମାନେ ମାେତେ ବିଶ୍ବସ୍ତ ଭାବରେ ସବୋ କରିଛନ୍ତି, କାରଣ ସମାନେେ ଆମର ରକ୍ଷଣୀଯ। ଇଶ୍ରାୟେଲର ପରିବାରବର୍ଗ ବିପଥଗାମୀ ହବୋ ସମୟର ଲବେୀୟମାନେ ଯେପରି ବିପଥଗାମୀ ହେଲେ, ସମାନେେ ସପରେି ବିପଥଗାମୀ ହେଲେ ନାହିଁ।

Cross references

ଯିହିଜିକଲ 40:46

ଆଉ ଯେଉଁ କୋଠରୀର ମୁଖ ଉତ୍ତର ଆଡ଼େ ଅଛି ତାହା ଯାଜକମାନଙ୍କ ପାଇଁ ଅଛି, ଯେଉଁମାନେ ୟଜ୍ଞବଦେୀର ଦାଯିତ୍ବ ରେ ଥାଆନ୍ତି। ଏମାନେ ସାଦୋକର ସନ୍ତାନ, ଲବେୀର ବଂଶଧର ମଧ୍ଯରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ୟ୍ଯା କରିବା ପାଇଁ ତାଙ୍କ ନିକଟକୁ ଆସନ୍ତି।

ଯିହିଜିକଲ 43:19

ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲବେୀୟ ଯାଜକଗଣ ଆମ୍ଭର ପରିଚର୍ୟ୍ଯା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି ସମାନଙ୍କେୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ୟୁବା ବୃଷଭ ଦବେ।'

ଯିହିଜିକଲ 44:10

ଯେତବେେଳେ ଇଶ୍ରାୟେଲ ମାଠାରୁେ ବିପଥଗାମୀ ହେଲେ, ଲବେୀୟମାନେ ମାଠାରୁେ ଦୂ ରଇେ ଗଲେ ଏବଂ ୟିଏ ମୂର୍ତ୍ତି ପୂଜାର ପ୍ରଥା ଅନୁସରଣ କଲେ, ସମାନେେ ସମାନଙ୍କେର ପାପ ପାଇଁ ଦଣ୍ଡ ବହନ କରିବେ।

ଯିହିଜିକଲ 44:15

କିନ୍ତୁ ସମସ୍ତ ଲବେୀୟ ଯାଜକଗଣ, ସାଦୋକର ଭବିଷ୍ଯତ ବଂଶଧରଗଣ ଯେଉଁମାନେ ମାରେ ପବିତ୍ର ସ୍ଥାନ ନିଯମ ଅନୁସରଣ କଲେ, ଯେତବେେଳେ ଇଶ୍ରାୟେଲୀୟମାନେ ମାଠାରୁେ ବିପଥଗାମୀ ହେଲେ, ସମାନେେ ମାେ ପାଖକୁ ସବୋ କରିବା ପାଇଁ ଆସିବାକୁ ସମର୍ଥ ହବେ। ସମାନେେ ମାେ ଉଦ୍ଦେଶ୍ଯ ରେ ମଦେ ଓ ରକ୍ତ ବଳିଦାନ ହାଇେଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମାେ ସମ୍ମୁଖ ରେ ଠିଆ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ମାଥିଉଲିଖିତ ସୁସମାଚାର 24:45

କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:7

ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।

ପିତରଙ୍କ ପ୍ରଥମ ପତ୍ 5:4

ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:10

ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।

Interlinear

Choose Theme