Home Bibles ଯିହିଜିକଲ 48:14 · ଓଡ଼ିଆ ବାଇବେଲ
ଯିହିଜିକଲ 48:14 · ଓଡ଼ିଆ ବାଇବେଲ

ସମାନେେ ସହେି ଭୂମିରୁ କିଛି ବିକ୍ରଯ କରିବେ ନାହିଁ କି ତାହା ପରିବର୍ତ୍ତନ କରିବେ ନାହିଁ। ଏହା ଭୂମିର ସବୁଠୁ ଉତ୍ତମ ଅଂଶ, ଆଉ ତାହା ହାତେ ମଧ୍ଯ ପରିବର୍ତ୍ତିତ ହବେ ନାହିଁ। କାରଣ ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗିକୃତ ହାଇେଅଛି।

Cross references

ଯାତ୍ରା ପୁସ୍ତକ 22:29

ଶସ୍ଯ ଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ଯ ଏବଂ ପ୍ରଥମ ଫଳର ରସ ଦବୋ ରେ କୌଣସି ବିଳମ୍ବ କରିବ ନାହିଁ।

ଯାତ୍ରା ପୁସ୍ତକ 23:19

ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।

ଲେବୀୟ ପୁସ୍ତକ 23:20

ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମଷେବତ୍ସ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯରୂପେ ଦୋଳାଇବ। ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।

ଲେବୀୟ ପୁସ୍ତକ 25:34

ମାତ୍ର ଲବେୀୟମାନଙ୍କ ନଗରର ଗ୍ଭରିପାଖ ରେ ଥିବା କ୍ଷେତ୍ର ଓ ପ୍ରାନ୍ତର ଭୂମି ବିକ୍ରଯ କରାୟିବ ନାହିଁ, କାରଣ ତାହା ସମାନଙ୍କେର ଅନନ୍ତକାଳୀନ ଅଧିକାର।

ଲେବୀୟ ପୁସ୍ତକ 27:9

କେତକେ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇ ପାରିବ, ସହେି ପଶୁଗୁଡିକ ମଧ୍ଯରୁ ଯଦି କହେି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସହେି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହାଇେଥିବ।

ଲେବୀୟ ପୁସ୍ତକ 27:28

ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶଷେ ଉପହାର ଉତ୍ସର୍ଗ କରେ, ଏହା ବ୍ଯକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହାଇପୋ ରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହବେ ନାହିଁ। ପ୍ରେତ୍ୟକକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।

ଲେବୀୟ ପୁସ୍ତକ 27:32

ପୁଣି ଗୋମଷୋଦି ପଲରୁ ଦଶମାଂଶ ଯାଜକ ନବେ। ପ୍ରତି ଦଶଟି ରେ ଗୋଟିଏ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।

ଯିହିଜିକଲ 48:12

ସମାନେେ ମହାପବିତ୍ର ଭୂମିରୁ ଲବେୀୟମାନଙ୍କ ସୀମା ପାଖ ରେ ଏକ ବିଶଷେ ଭାଗ ପାଇବେ।

ମଲାଖୀ 3:8

ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।

Interlinear

Choose Theme