Home Bibles ଯିହିଜିକଲ 48:22 · ଓଡ଼ିଆ ବାଇବେଲ
ଯିହିଜିକଲ 48:22 · ଓଡ଼ିଆ ବାଇବେଲ

ଆଉ ପବିତ୍ର ଉପହାର ଭୂମି ଓ ମନ୍ଦିରର ପବିତ୍ର ସ୍ଥାନ ତହିଁର ମଧ୍ଯବର୍ତ୍ତୀ ହବେ। ଆହୁରି ଅଧିପତିଙ୍କ ଅଂଶର ମଧ୍ଯସ୍ଥିତ ଲବେୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ ଯେଉଁ ଭୂମି ଯିହୁଦା ଓ ବିନ୍ଯାମୀନର ସୀମାର ମଧ୍ଯବର୍ତ୍ତୀ ଅଛି ତାହା ଅଧିପତିଙ୍କ ପାଇଁ ହବେ।

Cross references

ଗଣନା ପୁସ୍ତକ 35:2

ଇଶ୍ରାୟେଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସମାନେେ ଆପଣା ଆପଣା ଅଧିକୃତ ଭାଗରୁ କେତକେ ବସତି ନଗର ଲୋବୀଯମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭମାନେେ ଲବେୀୟମାନଙ୍କୁ ସହେି ନଗର ମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଚାରଣଭୂମି ଦବେ।

ଯିହିଜିକଲ 48:21

ଭୂମିର ଅଂଶ ପବିତ୍ର ମନ୍ଦିର ପାଇଁ ଅଲଗା ରଖାଗଲା ଏବଂ ସହର ମୁଖ୍ଯଙ୍କ ପାଖକୁ ୟିବା ଉଚିତ୍। ଅର୍ଥାତ୍ ଅନ୍ଯାନ୍ଯ ଅଂଶ ଅନୁସାରେ ପୂର୍ବସୀମା ଆଡ଼େ 25,000 ହାତ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗ ରେ ପଶ୍ଚିମ ଆଡ଼େ 25,000 ହାତ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହବେ।

Interlinear

Choose Theme