ଇଶ୍ରାୟେଲର ପରିବାରବର୍ଗର ନାମାନୁସା ରେ ଉତ୍ତର ରେ ତିନି ଦ୍ବାର ହବେ। ସଗେୁଡ଼ିକ ହେଲେ ରୁବନରେ ଦ୍ବାର, ଯିହୁଦାର ଦ୍ବାର ଓ ଲବେୀର ଦ୍ବାର।
Cross references
ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।
ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।
ଆମ୍ଭେ ପଦ୍ମରାଗ ମଣି ରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ୟ୍ଯକାନ୍ତ ମଣି ରେ ତୁମ୍ଭ ନଗରର ଦ୍ବାର ସକଳ ଓ ମନୋରମ ପ୍ରସ୍ତର ରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।
ତୁମ୍ଭ ନଗରୀର ଦ୍ବାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସଗେୁଡ଼ିକ ଦିବାରାତ୍ର ବନ୍ଦ ହବେ ନାହିଁ। ତେଣୁ ଅନ୍ୟ ଦେଶୀଯମାନଙ୍କର ସମ୍ପତ୍ତି ଓ ତା ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।
ଆଉ ଏହିସବୁ ନଗରର ନିର୍ଗମନ ସ୍ଥାନ ହବେ। ଇଶ୍ରାୟେଲଙ୍କ ପରିବାରବର୍ଗ ପ ରେ ସମାନେେ ନାମିତ ହବେେ।
ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।
ସଠାେରେ ପୂର୍ବ ଦିଗ ରେ ତିନୋଟି ପ୍ରବେଶ ଦ୍ବାରା, ଉତ୍ତର ରେ ତିନୋଟି ପ୍ରବେଶ ଦ୍ବାର, ଦକ୍ଷିଣ ରେ ତିନୋଟି ପ୍ରବେଶ ଦ୍ବାର ଏବଂ ପଶ୍ଚିମ ଦିଗ ରେ ତିନୋଟି ଦ୍ବାର ଥିଲା।
ବାରଟି ପ୍ରବେଶ ଦ୍ବାର ହେଉଛି ବାର ଗୋଟି ମୁକ୍ତ ପ୍ରେତ୍ୟକକ ପ୍ରବେଶ ଦ୍ବାର ଗୋଟିଏ ଲଖାେ ମୁକ୍ତା ରେ ତିଆରି ହାଇେଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନା ରେ ତିଆରି ହାଇେଥିଲା।
ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।