Home Bibles ☰ Books ଯିହିଜିକଲ 48:4 · ଓଡ଼ିଆ ବାଇବେଲ
ଯିହିଜିକଲ 48:4 · ଓଡ଼ିଆ ବାଇବେଲ

ପରିବାରବର୍ଗଙ୍କ ନିମନ୍ତେ ପୂର୍ବରୁ ପଶ୍ଚିମ ସୀମା ମଧିଅରେ ଦେଶ ବିଭାଗ ହବେ ଓ ଉତ୍ତରରୁ ଦକ୍ଷିଣ ସୀମା ମଧିଅରେ ପରିବାରବର୍ଗଙ୍କ ପାଇଁ ଦେଶ ବିଭାଗ ହବେ।

Cross references

ଆଦି ପୁସ୍ତକ 30:22

ଏହାପରେ ପରମେଶ୍ବର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ବର ରାହେଲକୁ ମାତୃତ୍ବ ଦେଲେ।

ଆଦି ପୁସ୍ତକ 41:51

ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷଫେ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷଫେ କହିଲେ, ପରମେଶ୍ବର ମାହେର ସମସ୍ତ କ୍ଲେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।

ଆଦି ପୁସ୍ତକ 48:5

ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶର ରେ ମାରେ ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରଯିମ ଓ ମନଃଶି ମାେ ନିଜର ପୁତ୍ର ପରି। ସମାନେେ ରୂବନେ ଓ ସିମିଯୋନଙ୍କ ପରି ମାେ ପାଇଁ ଅଟନ୍ତି।

ଆଦି ପୁସ୍ତକ 48:14

ଇଶ୍ରାୟେଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରଯିମର ମୁଣ୍ଡ ରେ ତାଙ୍କର ବାମ ହସ୍ତ ରଖିଲେ। ଏହାପରେ ଇଶ୍ରାୟେଲ ତାଙ୍କର ବାମହସ୍ତ ମନଃଶିର ମସ୍ତ ଉପରେ ରଖିଲେ ୟିଏକି ପ୍ରଥମେ ଜନ୍ମ ହାଇେଥିଲା।

ଯିହୋଶୂୟ 13:29

ଆଉ ମାଶାେ ମନଃଶିର ଅର୍ଦ୍ଧ ପରିବାରବର୍ଗକକ୍ସ୍ଟ ସମାନଙ୍କେର ଗୋଷ୍ଠୀ ଦ୍ବାରା ଦିଆୟାଇଥିବା ଦେଶକକ୍ସ୍ଟ ଦେଲେ।

ଯିହୋଶୂୟ 13:31

ଅର୍ଦ୍ଧକେ ଗିଲିଯଦ, ଅଷ୍ଟାରୋତ୍, ଇଦ୍ରିଯୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପକ୍ସ୍ଟତ୍ର ମାଖୀରର ବଂଶଧରଗଣଙ୍କକ୍ସ୍ଟ ଏହିସବୁ ଦେଶ ଦିଆୟାଇଥିଲା। ଅର୍ଦ୍ଧକେ ଉତ୍ତରାଧିକାରୀ ଏହି ଦେଶ ପାଇଲେ।

ଯିହୋଶୂୟ 17:1

ଏହାପରେ ମନଃଶି ପରିବାରବର୍ଗର ଲୋକମାନେ ଭୂମିର ଅଧିକାରୀ ହେଲେ। ମନଃଶି ଥିଲେ ଯୋଷଫଙ୍କେର ପ୍ରଥମ ପକ୍ସ୍ଟତ୍ର। ମନଃଶିଙ୍କର ପ୍ରଥମ ପକ୍ସ୍ଟତ୍ର ମାଖୀର ଗିଲିଯଦର ପିତା ଥିଲା। ମାଖୀର ଥିଲେ ଜଣେ ଯୋଦ୍ଧା ସୈନିକ। ତେଣୁ ଗିଲିଯଦ ଏବଂ ବାଶନର ସମସ୍ତ ଭୂମି ତାଙ୍କୁ ଓ ତାଙ୍କର ଉତ୍ତରାଧିକାରୀମାନଙ୍କୁ ଦିଆଗଲା।

ଯିହୋଶୂୟ 17:5

ତେଣୁ ମନଃଶିର ବଂଶଧର ୟର୍ଦ୍ଦନ ନଦୀର ପଶ୍ଚିମ ପଟରକ୍ସ୍ଟ ଦଶଟି ଅଞ୍ଚଳ ଏବଂ ଅଧିକ ଦକ୍ସ୍ଟଇଟି ଅଞ୍ଚଳ ଗିଲିଯଦ ଓ ବାଶନ ୟର୍ଦ୍ଦନ ନଦୀର ଆର ପାରି ରେ ନେଲେ।

ଯିହୋଶୂୟ 17:6

ତେଣୁ ଏହିପରି ଭାବରେ ସେ ସ୍ତ୍ରୀ ଲୋକମାନେ ମନଃଶି ବଂଶଧରର ପୁରୁଷ ବଂଶଧର ପରି ଭୂମି ପାଇଲେ। ଗିଲିଯଦର ଭୂମିକକ୍ସ୍ଟ ଅବଶିଷ୍ଟ ମନଃଶି ବଂଶଧରକକ୍ସ୍ଟ ଅଧିକାର ଦିଆଗଲା।

Interlinear

Choose Theme