Home Bibles ☰ Books ଯିହିଜିକଲ 5:10 · ଓଡ଼ିଆ ବାଇବେଲ
ଯିହିଜିକଲ 5:10 · ଓଡ଼ିଆ ବାଇବେଲ

ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।

Cross references

ଲେବୀୟ ପୁସ୍ତକ 26:29

ତୁମ୍ଭମାନେେ ଏତେ କ୍ଷୁଧିତ ହବେ ଯେ ଆପଣା ପୁତ୍ର ଓ କନ୍ଯାମାନଙ୍କର ମାଂସ ଭୋଜନ କରିବ।

ଲେବୀୟ ପୁସ୍ତକ 26:33

ଆଉ ଆମ୍ଭେ ନାନାଦେଶୀଯ ଲୋକମାନଙ୍କ ମଧିଅରେ ତୁମ୍ଭମାନଙ୍କୁ ଚ୍ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ଯସ୍ଥାନ ହବେ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହବେ।

ଦିତୀୟ ବିବରଣ 4:27

ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ, ସହେି ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ, ତୁମ୍ଭମାନେେ ଅଳ୍ପ ସଂଖ୍ଯକ ହାଇେ ଅବଶିଷ୍ଟ ରହିବ।

ଦିତୀୟ ବିବରଣ 28:53

ତୁମ୍ଭମାନେ ବହକ୍ସ୍ଟତ ଦକ୍ସ୍ଟଃଖ କଷ୍ଟ ଭୋଗ କରିବେ। ତକ୍ସ୍ଟମ୍ଭ ଚତକ୍ସ୍ଟଃପାଶର୍‌ବ ରେ ଥିବା ଶତୃମାନେ ତୁମ୍ଭମାନଙ୍କୁ ଖାଦ୍ୟ ଦବେେ ନାହିଁ। ତୁମ୍ଭମାନେେ ଭୋକରେ ରହିବ। ତୁମ୍ଭମାନେେ ଏତେ ଭୋକରେ ରହିବ ଯେ ତୁମ୍ଭମାନେେ ଆପଣା ପକ୍ସ୍ଟତ୍ରକନ୍ଯାମାନଙ୍କୁ ଖାଇ ୟିବ। ସଦାପ୍ରଭୁଙ୍କ ଦତ୍ତ ତୁମ୍ଭମାନଙ୍କର ଶିଶକ୍ସ୍ଟ ସନ୍ତାନମାନଙ୍କୁ ତୁମ୍ଭମାନେେ ଭକ୍ଷଣ କରିବ।

ଦିତୀୟ ବିବରଣ 28:64

ସଦାପ୍ରଭୁ ପୃଥିବୀର ଏକ ସୀମାରକ୍ସ୍ଟ ଅନ୍ୟସୀମା ପର୍ୟ୍ଯନ୍ତ ସମସ୍ତ ଗୋଷ୍ଠୀ ମଧିଅରେ ତୁମ୍ଭକୁ ଛିନ୍ନ ଭିନ୍ନ କରିବେ। ଆଉ ସଠାେରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବ ପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତୀ ପୂଜା କରିବ।

ଦିତୀୟ ବିବରଣ 32:26

ଆମ୍ଭେ ଚିନ୍ତା କଲକ୍ସ୍ଟ ଇଶ୍ରାୟେଲୀୟମାନଙ୍କୁ ଧ୍ବଂସ କରିବା ପାଇଁ। ତେଣୁ ଲୋକମାନେ ସମାନଙ୍କେୁ ସଐୂର୍ଣ ଭାବେ ଭକ୍ସ୍ଟଲିଯିବେ।

ଦିତୀୟ ରାଜାବଳୀ 6:29

ତେଣୁ ଆମ୍ଭମାନେେ ମାରେ ପୁଅକୁ ସିଦ୍ଧ କରି ଖାଇଲୁ। ପରଦିନ ମୁଁ ସେ ସ୍ତ୍ରୀ ଲୋକକୁ କହିଲି, 'ତୁମ୍ଭ ପୁତ୍ରକୁ ଦିଅ, ଆମ୍ଭମାନେେ ତାକୁ ମାରି ଖାଇବା।' କିନ୍ତୁ ସେ ତା' ପୁଅକୁ ଲୁଚାଇ ଅଛି।

ନିହିମିୟା 1:8

ତୁମ୍ଭେ ଯାହା ସବୁ କହିଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଛି, ତୁମ୍ଭେ ଆଦେଶ କରିଛ ଏବଂ ତୁମ୍ଭର ଦାସ ମାଶାଙ୍କେୁ କହିଥିଲ, ଯଦି ତୁମ୍ଭମାନେେ ପାପ କର ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଛିନ୍ନଭିନ୍ନ କରିବା।

ଗୀତସଂହିତା 44:11

ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ଯ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଛ।

ଯିଶାଇୟ 9:20

ଲୋକମାନେ ଦକ୍ଷିଣ ହସ୍ତ ରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହବେେ। ବାମ ହସ୍ତ ରେ ଯାହା ଭୋଜନ କରିବେ ସେଥି ରେ ତୃପ୍ତ ହବେେ ନାହିଁ। ତା'ପ ରେ ସମାନେେ ନିଜ ପିଲାମାନଙ୍କ ମାଂସ ଭକ୍ଷଣ କରିବେ।

ଯିଶାଇୟ 49:26

ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।

ଯିରିମିୟ 9:16

ସମାନେେ କିଅବା ସମାନଙ୍କେର ପୂର୍ବପୁରୁଷ ଜାଣି ନ ଥିବା ଦେଶୀଯମାନଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କରିବା। ସମାନଙ୍କେୁ ସଂହାର ନ କରିବା ୟାଏ ସମାନଙ୍କେ ପଛ ରେ ଖଡ୍ଗ ପଠାଇବା।

ଯିରିମିୟ 19:9

ଶତ୍ରୁଗଣ ସମାନଙ୍କେ ନଗରକୁ ଅବରୋଧ କରିବେ ଓ ସମାନଙ୍କେୁ ଖାଦ୍ୟ ପାଇଁ ବାହାରକୁ ୟିବାକୁ ଦବେେ ନାହିଁ। ତେଣୁ ଲୋକମାନେ ଉପବାସ ରେ ରହିବେ ଓ କ୍ଷୁଧା ରେ ଆତୁର ହାଇେ ସଙ୍କଟ ସମୟରେ ପୁତ୍ର କନ୍ଯାର ମାଂସ ଭୋଜନ କରିବେ। ଆଉ ମଧ୍ଯ ଶଷେ ରେ ପରସ୍ପରକୁ ଭୋଜନ କରିବେ।'

ଯିରିମିୟ 44:12

ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶ ରେ ପ୍ରବାସ କରିବା ପାଇଁ ସଠାେକୁ ୟିବା ଲାଗି ଆଗ୍ରହୀ ହାଇେଅଛନ୍ତି, ଆମ୍ଭେ ସମାନଙ୍କେୁ ଧରିବା। ସମାନେେ ସମସ୍ତେ ଲୁପ୍ତ ହବେେ, ମିଶର ଦେଶ ରେ ପତିତ ହବେେ। ଖଡ୍ଗ ଓ ଦୁର୍ଭିକ୍ଷ ରେ ସମାନେେ ଲୁପ୍ତ ହବେେ। କ୍ଷୁଦ୍ର ଓ ମହାନ୍ ସମସ୍ତେ ଖଡ୍ଗ ଓ ଦୁର୍ଭିକ୍ଷ ରେ ମରିବେ। ଆଉ ସମାନେେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖ ରେ ଅଭିଶାପ, ବିସ୍ମଯ, ଶାପ ଓ ନିନ୍ଦାର ପାତ୍ର ହବେେ।

Interlinear

Choose Theme