ଆଉ ଏକ ତୃତୀଯାଂଶ ଖଡ୍ଗ ରେ କାଟ ଓ ନଗର ଚତୁର୍ଦ୍ଦିଗ ରେ ଭିଣି ଦିଅ। ଆଉ ଏକ ତୃତୀଯାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସମାନଙ୍କେୁ ଦୂର ଦେଶ ପର୍ୟ୍ଯନ୍ତ ଅନୁସରଣ କରିବା ଓ ଖଣ୍ଡା ରେ ସମାନଙ୍କେୁ ହତ୍ଯା କରିବା।
Cross references
ଆଉ ଆମ୍ଭେ ନାନାଦେଶୀଯ ଲୋକମାନଙ୍କ ମଧିଅରେ ତୁମ୍ଭମାନଙ୍କୁ ଚ୍ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ଯସ୍ଥାନ ହବେ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହବେ।
ତେଣୁ ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସମାନଙ୍କେୁ ପାନ କରିବାକୁ ଦବୋ।
ସମାନେେ କିଅବା ସମାନଙ୍କେର ପୂର୍ବପୁରୁଷ ଜାଣି ନ ଥିବା ଦେଶୀଯମାନଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କରିବା। ସମାନଙ୍କେୁ ସଂହାର ନ କରିବା ୟାଏ ସମାନଙ୍କେ ପଛ ରେ ଖଡ୍ଗ ପଠାଇବା।
'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'
ପୁଣି ଯବେେ ସମାନେେ ତୁମ୍ଭକୁ ପଚାରନ୍ତି, 'ଆମ୍ଭମାନେେ କେଉଁଠାକୁ ୟିବା ?' ତବେେ ତୁମ୍ଭେ ସମାନଙ୍କେୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ,
ସମାନେେ ସଇେ ଭୂମିରୁ ଉଚ୍ଛିନ୍ନ ହବୋ ପର୍ୟ୍ଯନ୍ତ ଆମ୍ଭେ ସମାନଙ୍କେ ବିପକ୍ଷ ରେ, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲି। ତହିଁରୁ ସମାନଙ୍କେୁ ଉଚ୍ଛନ୍ନ କରିବା।
ସଦାପ୍ରଭୁ ଏହି କଥା କହନ୍ତି, ' ଯେଉଁ ଲୋକ ଏହି ନଗର ରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବ। ମାତ୍ର ଯେଉଁ ଲୋକ ବାହାର ହାଇେ କଲଦୀଯମାନଙ୍କ ନିକଟକୁ ୟିବ ସେ ବଞ୍ଚିବ। ସମାନେେ ମୃତ୍ଯୁରୁ ବଞ୍ଚିବେ ଓ ରକ୍ଷା ପାଇବେ।'
ହେ ମନୁଷ୍ଯ ପୁତ୍ର ତୁମ୍ଭ ସମ୍ମୁଖ ରେ ଖଣ୍ଡେ ଇଟା ରଖ ଓ ତହିଁରେ ୟିରୁଶାଲମ ନଗରର ନକ୍ସା ଅଙ୍କନ କର।
ପରମେଶ୍ବର ପୁନର୍ବାର କହିଲେ, ବର୍ତ୍ତମାନ ୟିରୁଶାଲମର ଅବରୋଧିତ ନଗର ଆଡ଼କୁ ବୁଲିପଡ଼ ଏବଂ ରିକ୍ତ ହସ୍ତ ରେ ଏହା ବିରୁଦ୍ଧ ରେ ଭବିଷ୍ଯଦବାଣୀ କର।
ବର୍ତ୍ତମାନ ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁ ରେ ବାନ୍ଧି ଅଛୁ। ଏଣୁ ତୁମ୍ଭେ ତୁମ୍ଭର ନଗର ଉପ ରେ ଅବରୋଧର ସମାପ୍ତ ନ କରିବା ପର୍ୟ୍ଯନ୍ତ ଏ ପାଶର୍ବସ୍ଥ ସେ ପାଶର୍ବକୁ ଲେଉଟିବ ନାହିଁ।
ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ମହାମାରୀ ରେ ଓ ଦୁର୍ଭିକ୍ଷ ରେ ନଗର ମଧିଅରେ ମରିବେ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ୟୁଦ୍ଧ ରେ ନଗର ବାହା ରେ ମୃତ୍ଯୁବରଣ କରିବେ ; ଆଉ ଅବଶିଷ୍ଟ ଏକ ତୃତୀଯାଂଶ ଛିନ୍ନଭିନ୍ନ ହବେେ। ଯେ ହତେୁ ଆମ୍ଭେ ଖଡ୍ଗ ନଇେ ଗୋଡ଼ାଇବା।
ଏବଂ ଯେଉଁମାନେ ତାକୁ ଓ ତା'ର ସୈନ୍ଯବାହିନୀକୁ ସାହାୟ୍ଯ କରିବାକୁ ତାହାର ଚତୁର୍ଦ୍ଦିଗ ରେ ଅଛନ୍ତି, ସେ ଏବଂ ତା'ର ସୈନ୍ଯବାହିନୀ ଆମ୍ଭ୍ ଦ୍ବାରା ସମସ୍ତ ଦିଗ ରେ ଛିନ୍ନଛତ୍ର ହବେେ। ଆମ୍ଭେ ଆପଣା ଖଡ୍ଗ ସମାନଙ୍କେ ବିରୁଦ୍ଧ ରେ ଉଠାଇବି।
ଯଦି ସମାନେେ ଭୂମି ଖାେଳି ପାତାଳକୁ ଯିବେ, ସଠାରୁେ ମଧ୍ଯ ଆମ୍ଭେ ସମାନଙ୍କେୁ ଟାଣି ଆଣିବା। ଯଦି ସମାନେେ ସ୍ବର୍ଗକୁ ୟାଆନ୍ତି, ଆମ୍ଭେ ସମାନଙ୍କେୁ ସହେି ସ୍ଥାନରୁ ମଧ୍ଯ ତଳକୁ ଖସାଇ ଆଣିବା।
ଯଦି ସମାନେେ ଧରା ହାଇେ ଶତୃମାନଙ୍କ ଦ୍ବାରା ବନ୍ଦୀ ହବେେ ତଥାପି ଖଡ୍ଗକୁ ଆଦେଶ ଦବୋ, ସେ ସମାନଙ୍କେୁ ହତ୍ଯା କରିବ। ଆମ୍ଭେ ସମାନଙ୍କେ ଉପ ରେ ଦୃଷ୍ଟି ରଖିବା କିନ୍ତୁ ଆମ୍ଭେ ସମାନଙ୍କେୁ ଦୁଃଖ ଦବୋ ପାଇଁ ଲକ୍ଷ୍ଯ ରଖିବା। ସମାନଙ୍କେୁ ଉତ୍ତମ ଜିନିଷ ଦବୋପାଇଁ ଲକ୍ଷ୍ଯ ରଖିବା ନାହିଁ।