Home Bibles ☰ Books ଯିହିଜିକଲ 5:4 · ଓଡ଼ିଆ ବାଇବେଲ
ଯିହିଜିକଲ 5:4 · ଓଡ଼ିଆ ବାଇବେଲ

ଏହି ବାଳଗୁଡ଼ିକରୁ କିଛି ଅଧିକ ନିଅ ଏବଂ ସଗେୁଡ଼ିକ ଅଗ୍ନି ରେ ଫୋପାଡ଼ି ଦିଅ ଏବଂ ସଗେୁଡ଼ିକ ଦଗ୍ଧ କର, କାରଣ ଇଶ୍ରାୟେଲସାରା ଆମ୍ଭେ ଅଗ୍ନି ପଠାଇବା।

Cross references

ଦିତୀୟ ରାଜାବଳୀ 25:25

ମାତ୍ର ସପ୍ତମ ମାସ ରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିଯର ପୁତ୍ର ଇଶ୍ମାଯଲେ, ୟିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶଜଣ ସଙ୍ଗୀ ଗଦଲୀଯକୁ, ୟିହୁଦୀଯମାନଙ୍କୁ ଓ ମିସ୍ପା ରେ ଥିବା କଲଦୀଯମାନଙ୍କୁ ବଧ କଲେ।

ଯିରିମିୟ 4:4

ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।

ଯିରିମିୟ 41:1

ଅନନ୍ତର ସପ୍ତମ ମାସ ରେ ରାଜବଂଶୀ ଇଲୀଶାମର ପୌତ୍ର ନଥନିଯର ପୁତ୍ର ଇଶମାଯଲେ ଦଶଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିଯ ନିକଟକୁ ମିସ୍ପାକୁ ଆସିଲେ। ସମାନେେ ସଠାେ ରେ ଗଦଲିଯ ସହିତ ଏକତ୍ର ଭୋଜନ କଲେ।

ଯିରିମିୟ 48:45

ଯେଉଁମାନେ ପଳାଇୟାଇ ଶକ୍ତିଶାଳୀ ହିଶ୍ବୋନ ରେ ଆଶ୍ରଯ ନବେେ ସମାନେେ ମଧ୍ଯ ରକ୍ଷା ପାଇବେ ନାହିଁ। କାରଣ ହିଶବୋନରୁ ଓ ସୀହାନରେୁ ଅଗ୍ନି ନିର୍ଗତ ହାଇେ ମାୟୋବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।

ଯିରିମିୟ 52:30

ପୁଣି ନବୂଖଦନିତ୍ସରର ରାଜତ୍ବର ତ୍ରଯୋବିଂଶ ବର୍ଷ ରେ ପ୍ରହରୀବର୍ଗର ସନୋପତି ନବୂଷରଦନ୍ ସାତ ଶହ ପଇଁଚାଳିଶ୍ ୟିହୁଦୀଙ୍କୁ ବନ୍ଦୀ କରି ନଇଗେଲା।

Interlinear

Choose Theme