ତେଣୁ ଆମ୍ଭେ ଦୁଷ୍ଟ ଜାତିମାନଙ୍କୁ ଆଣିବା। ତହିଁରେ ସମାନେେ ଏହି ଲୋକମାନଙ୍କର ଗୃହସବୁ ଅଧିକାର କରିବେ। ଆଉ ମଧ୍ଯ ଆମ୍ଭେ ବଳବାନ ଲୋକମାନଙ୍କର ଗର୍ବ ଚୂର୍ଣ୍ଣ କରିବା। ଆଉ ସମାନଙ୍କେର ପବିତ୍ର ପୂଜାସ୍ଥାନ କଳୁଷିତ ହବେ।
Cross references
ପଞ୍ଚମାଂଶ ଫାରୋ ପାଇବେ। ମିଶରର ସମସ୍ତ ଭୂମି ବିଷଯ ରେ ଯୋଷଫଙ୍କେର ସ୍ଥାପିତ ଏହି ନିଯମ ଆଜି ପର୍ୟ୍ଯନ୍ତ ଚଳୁଅଛି। କବଳେ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
କିନ୍ତୁ ଯଦି ତୁମ୍ଭେ ଆମ୍ଭେ ଦଇେଥିବା ଆଦେଶ ଓ ବ୍ଯବସ୍ଥାକୁ ବାଧ୍ଯ ହବେ ନାହିଁ, ଏବଂ ଯଦି ତୁମ୍ଭେ ଅନ୍ୟ ଦବେତାମାନଙ୍କର ସବୋ ଓ ଉପାସନା କରିବ,
ସହେି ସୈନ୍ଯଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ। ସହେି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହାଇେଥିଲା, କିନ୍ତୁ ସମାନେେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
ସହେି ନେତାମାନେ କହିଲେ, ସମାନେେ ତୁମ୍ଭର ଭୂମି ଛାଡ଼ିବା ପାଇଁ ଆମ୍ଭକୁ ବାଧ୍ଯ କରିବେ।
ପରମେଶ୍ବର ସମାନଙ୍କେୁ ଅନ୍ୟ ଦେଶୀଯମାନଙ୍କ ହସ୍ତରେ ସମର୍ପଣ କଲେ ଓ ସମାନଙ୍କେ ଶତ୍ରୁମାନେ ସମାନଙ୍କେ ଉପରେ ଶାସନ କଲେ।
ତା'ପସରସସମାଲନ ମୃତ୍ଯୁବରଣ କରିଲବ। ସିଲୟାନ ମୃତ୍ଯୁର ସ୍ଥାନସହବ ଓସସ ଅଧିକରୁ ଅଧିକସଲାକ ଗିଳି ପକାଇବ।ସସହି ମୃତ୍ଯୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ଯବାନସଲାକ, ସାଧାରଣସଲାକ ଏବଂ ଖୁସିମିଜାସିଆସଲାକ ତା ଦ୍ବାରା ଜାଲସର ଧରା ପଡ଼ିଲବ।
ଏକ ସିଂହ ନିଜ ଗହ୍ବରରୁ ବାହାରିଅଛି। ନାନା ଦେଶୀଯମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ବଂସ ହବେ, ଆଉ ସଗେୁଡ଼ିକ ଜନଶୂନ୍ଯ ହବେ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।
ଆଉ ସମାନଙ୍କେ ଗୃହ, ସମାନଙ୍କେର କ୍ଷେତ୍ର ଓ ସମାନଙ୍କେର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆୟିବ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦବୋ ପାଇଁ ଆମ୍ଭର ହସ୍ତ ସମାନଙ୍କେ ଉପ ରେ ବିସ୍ତାର କରିବା।
ଧ୍ବଂସକାରୀଗଣ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ଯ ଗିରି ସକଳର ଉପରକୁ ଆସିଅଛନ୍ତି। କାରଣ ସଦାପ୍ରଭୁଙ୍କ ଖଡ୍ନ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ୟ୍ଯନ୍ତ ଗ୍ରାସ କରୁଅଛି। କୌଣସି ପ୍ରାଣୀ ନିରାପଦ ନୁହେଁ।
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦଇେଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହବେ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶ ରେ ତୁମ୍ଭ ଶତ୍ରୁଗଣର ସବୋ କରାଇବା। କାରଣ ତୁମ୍ଭେ ଆମ୍ଭର କୋରଧରୂପକ ଅଗ୍ନି ପ୍ରଜ୍ବଳିତ କରିଅଛି। ଆଉ ସହେି ଅଗ୍ନି ରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହବେ। ସହେି ଲୋକମାନଙ୍କ ଉପ ରେ ଏପରି ଘଟିବ ଯେଉଁମାନେ ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରି ନାହାଁନ୍ତି।
ଆମ୍ଭମାନଙ୍କର ଦେଶ ବିଦେଶୀଯମାନଙ୍କର ହସ୍ତଗତ ହାଇେଅଛି। ଆମ୍ଭମାନଙ୍କର ଗୃହସବୁ ପରଦେଶୀଯମାନେ ଅଧିକାର କରିଛନ୍ତି।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ୟିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧ ରେ ନିଜର ବାକ୍ଯ ବର୍ଷଣ କର ଓ ଇଶ୍ରାୟେଲ ଦେଶ ବିପକ୍ଷ ରେ ଭବିଷ୍ଯଦବାଣୀ ପ୍ରଚାର କର।
ଆଉ ମୁଁ ତୁମ୍ଭ ଉପ ରେ ଆପଣା କୋରଧ ପ୍ରକାଶ କରିବି। ମୁଁ ତୁମ୍ଭ ଉପ ରେ ଆପଣା କୋରଧାଗ୍ନି ଛାଡ଼ିବି। ମୁଁ ତୁମ୍ଭକୁ ଦୁଷ୍ଟ ଲୋକମାନଙ୍କ ହସ୍ତ ରେ ସମର୍ପଣ କରିବି, ଯେଉଁମାନେ ବିନାଶ କରିବା ରେ ପାରଙ୍ଗମ।