ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ। କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କାର୍ୟ୍ଯ ପାଇଁ ଓ ତୁମ୍ଭର ସମସ୍ତ ଘୃଣ୍ଯ ପ୍ରଥା ପାଇଁ ଦଣ୍ଡିତ କରିବା। ଯାହା ଫଳ ରେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।
Cross references
ପୁଣି ଆମ୍ଭେ ସମାନଙ୍କେର ଜଣକୁ ଅନ୍ୟ କିଛି ଉପ ରେ କଚାଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପ ରେ ଏକ ସଙ୍ଗେ କଚାଡ଼ିବା।' ଏହା ସଦାପ୍ରଭୁ କହନ୍ତି, 'ଆମ୍ଭେ ସମାନଙ୍କେ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦଖାଇେ ସମାନଙ୍କେୁ ବିନଷ୍ଟ କରିବା।'
ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।
ଏବଂ ସମାନେେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହବେେ। ଆଉ ଆମ୍ଭେ ସମାନଙ୍କେ କାର୍ୟ୍ଯକଳାପନୁସା ରେ ଓ ସମାନଙ୍କେ ହସ୍ତକୃତ କର୍ମାନୁସା ରେ ସମାନଙ୍କେୁ ପ୍ରତିଫଳ ଦବୋ।
ତହୁଁ ସଦାପ୍ରଭୁ ମାରେପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ବାରା ଓ ଆପଣାର ସବୁ ଘୃଣା ଯୋଗ୍ଯ କର୍ମଦ୍ବାରା ଆମ୍ଭର ପବିତ୍ରସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦବୋ। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।
ତୁମ୍ଭମାନଙ୍କର ଲୋକମାନେ ନିହତ ହବେ, ତାହା ହେଲେ ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।'
ପୁଣି ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରି ଦିବଲା ପ୍ରାନ୍ତର ପର୍ୟ୍ଯନ୍ତ ସମାନଙ୍କେର ସମଗ୍ର ବସତି ସ୍ଥାନକୁ ଧ୍ବଂସ ଓ ଶୂନ୍ଯ କରିବୁ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସମାନେେ ଜାଣିବେ।
ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ କି ତୁମ୍ଭକୁ ଅନୁକମ୍ପା କରିବା ନାହିଁ। ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କର୍ମ ୟୋଗୁ ଓ ତୁମ୍ଭ ମଧିଅରେ ଥିବା ଘୃଣା ପ୍ରଥା ଯୋଗୁଁ ଦଣ୍ଡିତ କରିବା। ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ୟିଏ ତୁମ୍ଭକୁ ଆଘାତ କରିଛନ୍ତି।
ତୁମ୍ଭମାନଙ୍କର ରାଜା ଶାେକ କରିବେ ଓ ନତେୃବର୍ଗ ଶାେକର ବସ୍ତ୍ର ପରିଧାନ କରିବେ। ଦେଶର ଲୋକମାନଙ୍କର ହସ୍ତ କମ୍ପିତ ହବେ। ଯେ ହତେୁ ଆମ୍ଭେ ସମାନଙ୍କେର ନିଜ ଆଚରଣ ଓ ଆଦର୍ଶ ଅନୁସାରେ ସମାନଙ୍କେ ପ୍ରତି ବ୍ଯବହାର କରିବା। ସମାନଙ୍କେର କର୍ମ ଅନୁସାରେ ସମାନଙ୍କେର ବିଚାର କରାୟିବ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସମାନେେ ହୃଦଯଙ୍ଗମ କରିବେ।
ଏଣୁ ଆମ୍ଭେ ସମାନଙ୍କେ ବିଷଯ ରେ ଆମ୍ଭର କୋରଧଭାବ ଦଖାଇବୋ। ଆମ୍ଭେ ସମାନଙ୍କେୁ ଅନୁକମ୍ପା କରିବା ନାହିଁ କି ଦୟା ଦଖାଇବୋ ନାହିଁ। ଏବଂ ଏପରିକି ଯଦି ସମାନେେ ଆମ୍ଭ କର୍ଣ୍ଣ ପାଖ ରେ ଉଚ୍ଚ ସ୍ବର ରେ ଡ଼ାକନ୍ତି, ତଥାପି ଆମ୍ଭେ ସମାନଙ୍କେ କଥା ଶୁଣିବା ନାହିଁ।
ଏଣୁ ମୁଁ କରୁଣା ଦଖାଇବେି ନାହିଁ। ମୁଁ ସମାନଙ୍କେୁ ଅନୁକମ୍ପା କରିବି ନାହିଁ। ମୁଁ ସମାନଙ୍କେର କର୍ମର ପ୍ରତିଫଳ ସମାନଙ୍କେ ମସ୍ତକକୁ ଆଣିବି।
ତା'ପ ରେ ପରମେଶ୍ବର କହିଲେ, କିନ୍ତୁ ଯେଉଁମାନଙ୍କର ହୃଦଯ ଘୃଣ୍ଯ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସମାନଙ୍କେୁ ସମାନଙ୍କେର କୁକର୍ମ ଅନୁସାରେ ଦଣ୍ଡିତ କରିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହିଛନ୍ତି।
ଆଉ ଜନବସତି ନଗରସବୁ ଉଚ୍ଛନ୍ନ ଓ ଦେଶ ଧ୍ବଂସ ସ୍ଥାନ ହବେ। ତାହାକଲେ, ତାହା ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।
ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ୟୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ୟ୍ଯ ଦ୍ବାରା ମାେତେ କୋରଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ଯବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ଯ କାର୍ୟ୍ଯ ସହିତ ବେଶ୍ଯାବୃତ୍ତିକୁ ୟୋଡ଼ିବା ରେ କଣ ଅଧିକ ପ୍ରାଧାନ୍ଯ ହାଇେ ନ ଥିଲା ? ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଲେ।
ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି
ତୁମ୍ଭେ ନିଜ ଭଗିନୀର ପଥ ଅନୁସରଣ କରିଅଛ। ଏଣୁ ମୁଁ ତା'ର ପାନପାତ୍ର ତୁମ୍ଭ ହସ୍ତ ରେ ଦବେି।
ଲୋକମାନେ ତୁମ୍ଭମାନଙ୍କର ବ୍ଯଭିଚାରିତା ପାଇଁ ତୁମ୍ଭମାନଙ୍କୁ ପ୍ରତିଫଳ ଦବେେ ଓ ତୁମ୍ଭମାନେେ ନିଜର ପ୍ରତିମାଗଣ ସମ୍ବନ୍ଧୀଯ ପାପ ସକଳର ଭାର ବହନ କରିବ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଏହା ତୁମ୍ଭମାନେେ ଜାଣିବ।
ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
ସମାନେେ ଏପରି ଘୃଣ୍ଯ ଓ ମନ୍ଦକର୍ମ କରିଅଛନ୍ତି ଯେ ଆମ୍ଭେ ଦେଶକୁ ଧ୍ବଂସିତ ଓ ଶୂନ୍ଯସ୍ଥାନ କରାଇବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ ତାହା ସମାନେେ ଜାଣିବେ।
ଭବିଷ୍ଯଦ୍ବକ୍ତା କହନ୍ତି, ଇଶ୍ରାୟେଲ ଏହି ନୀତିଗୁଡିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିୟାଇଛି। ତୁମ୍ଭେ ଯେଉଁ ମନ୍ଦ କାର୍ୟ୍ଯ କରିଥିଲ ତା'ର ଫଳ ପାଇବା ସମୟ ଆସି ୟାଇଛି। କିନ୍ତୁ ଇଶ୍ରାୟେଲର ଲୋକେ କହନ୍ତି, ଭବିଷ୍ଯଦ୍ବକ୍ତା ଜଣେ ନିର୍ ବୋଧ। ପରମେଶ୍ବରଙ୍କ ଆତ୍ମା ସହିତ ଏହି ବ୍ଯକ୍ତି ପାଗଳ। ଭବିଷ୍ଯଦ୍ବକ୍ତା କହନ୍ତି, ତୁମ୍ଭମାନେେ ତୁମ୍ଭମାନଙ୍କ ଜଘନ୍ଯ ପାପ ଲାଗି ଦଣ୍ତିତ ହବେ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହବେ।
ସଦାପ୍ରଭୁ କୁହନ୍ତି, ଆମ୍ଭର ଯିହୁଦା ବିପକ୍ଷ ରେ ଏକ ୟୁକ୍ତି ଅଛି। ଯାକୁବ ତା'ର କୁପଥଗୁଡିକ ପାଇଁ ନିଶ୍ଚିତ ଭାବରେ ଦଣ୍ତ ପାଇବ। ସେ ମନ୍ଦ କାର୍ୟ୍ଯ ପାଇଁ ସେ ନିଶ୍ଚିତ ଭାବରେ ଦଣ୍ତିତ ହବେ।
ସଦାପ୍ରଭୁ ଏହିକଥା କହିଲେ, ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦଖାଇବୋ ନାହିଁ। ମାତ୍ର ଦେଖ, ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କର ପ୍ରତିବେଶୀ ଓ ତାଙ୍କ ରାଜାଙ୍କ ହସ୍ତ ରେ ହସ୍ତାନ୍ତର କରିବା। ସମାନେେ ତାଙ୍କର ଦେଶକୁ ଧ୍ବଂସ କରିବେ। ଆମ୍ଭେ ସମାନଙ୍କେୁ ସମାନଙ୍କେ ଶକ୍ତିରୁ ରକ୍ଷା କରିବା ନାହିଁ।
ଆମ୍ଭେ ଜାଣୁ ଯେ, ପରମେଶ୍ବର କହିଥିଲେ : ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦବେି, ମୁଁ ତାହାଙ୍କୁ ପ୍ରତିଦାନ ଦବେି।318 ପରମେଶ୍ବର ଆହୁରି ମଧ୍ଯ କହିଥିଲେ : ପ୍ରଭୁ ତାହାଙ୍କ ଲୋକଙ୍କର ବିଚାର କରିବେ। 319