Home Bibles ☰ Books ଯିହିଜିକଲ 8:13 · ଓଡ଼ିଆ ବାଇବେଲ
ଯିହିଜିକଲ 8:13 · ଓଡ଼ିଆ ବାଇବେଲ

ସେ ଆହୁରି କହିଲେ, ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତବେେ ସମାନଙ୍କେର ଆହୁରି ଅନକେ ଜଘନ୍ଯ ଘୃଣ୍ଯ କର୍ମମାନ ଦେଖିବ।

Cross references

ଯିରିମିୟ 9:3

ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।

ଯିହିଜିକଲ 8:6

ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦେଖ, ସମାନେେ କ'ଣ କରୁଛନ୍ତି ? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂ ରଇେ ୟିବା ପାଇଁ ଇସ୍ରାଯଲରେ ଉତ୍ତରାଧିକାରୀଗଣ ଏଠା ରେ ମହା ଘୃଣ୍ଯକର୍ମ କରୁଅଛନ୍ତି। ମାତ୍ର ଏହାପ ରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ଯକର୍ମ ଦେଖିବ।

ଯିହିଜିକଲ 8:15

ପୁନର୍ବାର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ଯ କର୍ମମାନ ଦେଖିଲ। ଏହାପ ରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ଯ କର୍ମମାନ ଦେଖିବ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:13

ସମାନେେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହବେେ।

Interlinear

Choose Theme